Posted inଖେଳ

ସେ ମୋ ରୁମ୍‌କୁ ଆସି ଏମିତି ଅନୁରୋଧ କରିଥିଲେ, ମ୍ୟାଚ୍‌ ପରେ ତିଳକ ବର୍ମାଙ୍କ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର

ସେଞ୍ଚୁରିୟନ୍‌,୧୪।୧୧: ତୃତୀୟ ଟି-୨୦ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ୧୧ ରନରେ ପରାସ୍ତ କରିଛି। ଟିମ ଇଣ୍ଡିଆର ବିଜୟର ସବୁଠାରୁ ବଡ ହିରୋ ଥିଲେ ତିଲକ ବର୍ମା। ସେ ୧୦୭ ରନର ଅପରାଜିତ ଇନିଂସ ଖେଳିଥିଲେ। ବର୍ତ୍ତମାନ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ତାଙ୍କ ଦଳର ପ୍ରଦର୍ଶନକୁ ପ୍ରଶଂସା କରିବା ସହିତ ତିଳକଙ୍କ ଶତକ ଇନିଂସର ରହସ୍ୟ ମଧ୍ୟ ପ୍ରକାଶ କରିଛନ୍ତି। ନମ୍ବର-୩ରେ ବ୍ୟାଟିଂ କରିବାକୁ ତିଲକ ତାଙ୍କୁ କିପରି ଅନୁରୋଧ କରିଥିଲେ ତାହା ସୂର୍ଯ୍ୟ କହିଛନ୍ତି।

ତିଲକ ବର୍ମା ତାଙ୍କ ଶତକୀୟ ଇନିଂସ ପାଇଁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ। ଏହି ମ୍ୟାଚ୍‌ ବିଜୟ ପରେ ସୂର୍ଯ୍ୟକୁମାର ଯାଦବ ପ୍ରକାଶ କରିଛନ୍ତି ଯେ, ଦ୍ୱିତୀୟ ଟି-୨୦ ମ୍ୟାଚ ପରେ ତିଲକ ମୋ ରୁମକୁ ଆସି କହିଥିଲେ, ମୋତେ ୩ ନମ୍ବରରେ ବ୍ୟାଟିଂ କରିବାର ସୁଯୋଗ ଦିଅ, ମୁଁ ଭଲ କରିବାକୁ ଚାହୁଁଛି। ମୁଁ ଉତ୍ତର ଦେଲି, ଯାଅ ଏବଂ ନିଜକୁ ପ୍ରମାଣ କର, ମୁଁ ତିଳକ ଏବଂ ତାଙ୍କ ପରିବାର ପାଇଁ ଖୁସି ଅଟେ।

ତିଳକ ଏପର୍ଯ୍ୟନ୍ତ ଭାରତ ପାଇଁ ୧୯ ଟି-୨୦ ମ୍ୟାଚରେ ୪୯୬ ରନ ସଂଗ୍ରହ କରିଛନ୍ତି। ତାଙ୍କ ନାମରେ ଗୋଟିଏ ଏବଂ ଦୁଇ ଅର୍ଦ୍ଧଶତକୀୟ ଇନିଂସ ମଧ୍ୟ ରହିଛି।

ତୃତୀୟ ମ୍ୟାଚ ଜିତିବା ପରେ ଟିମ ଇଣ୍ଡିଆ ବର୍ତ୍ତମାନ ଚାରି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୨-୧ରେ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri