Posted inଫୁରସତ

କୁକୁର ଛୁଆକୁ କିସ୍‌ କରୁଛି ଓଟ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଓଟ ଓ କୁକୁର ଛୁଆକୁ ଦେଖିବାକୁ ମିଳୁଛି। କୁକୁର ଝୁଆଟି ଓଟ ପାଖକୁ ଭୁକି ଭୁକି ଯାଉଥିବା ବେଳେ ଓଟ ତାକୁ ଗେଲ କରି ଦେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୯ ମାସ ଗର୍ଭବତୀ ରହି ପ୍ଲାଷ୍ଟିକ ଶିଶୁକୁ ଜନ୍ମ ଦେଉଛନ୍ତି ଏହି ମହିଳା ! ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ମା’ ହେବାର ଅନୁଭବ ପ୍ରତ୍ୟେକ ମହିଳାଙ୍କ ପାଇଁ ଅତ୍ୟନ୍ତ ଖାସ୍‌। ଯେତେବେଳେ ସେ ନିଜ ଶିଶୁକୁ ୯ ମାସ ପର୍ଯ୍ୟନ୍ତ ଗର୍ଭରେ ରଖିଥାନ୍ତି, ସେହି ସମୟରେ...

ଅଧେ ମଣିଷ ଅଧେ କୁକୁର

ଅଧେ ପଶୁ ଅଧେ ମଣିଷ। ଯେମିତିକି ଅଧେ ମଣିଷ ଅଧେ ସିଂହ, ଅଧେ ମଣିଷ ଅଧେ ଘୋଡ଼ା ଅଥବା ଅଧେ ମଣିଷ ଅଧେ ଛେଳି –...

ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨ କୋଟି ଟଙ୍କାର ମନ୍ଦିର ନିର୍ମାଣ କଲେ ଆନ୍ଧ୍ର ବିଧାୟକ

ହାଇଦ୍ରାବାଦ: ବିଶ୍ୱସ୍ତତା ଏବଂ ସମର୍ଥନର ଏକ ଅପ୍ରତ୍ୟାଶିତ ପ୍ରଦର୍ଶନସ୍ବରୂପ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିର ଜଣେ ଆନ୍ଧ୍ରପ୍ରଦେଶ ବିଧାୟକ ଚିତ୍ତୋର ଜିଲାର ଶ୍ରୀକାଲାହାଷ୍ଟୀରେ ଏକ ବିରାଟ ମନ୍ଦିର...

ରହସ୍ୟମୟ ସ୍ଥାନ, ଯେଉଁଠି ସମସ୍ତ ଘଟଣା ଘଟେ ବିପରୀତ

ପୃଥିବୀରେ ଏପରି ଅନେକ ରହସ୍ୟମୟ ସ୍ଥାନ ଅଛି, ଯାହା ଉପରୁ ଆଜି ପର୍ଯ୍ୟନ୍ତ ପରଦା ହଟିନାହିଁ। ପୃଥିବୀରେ ଥିବା ସୁନ୍ଦର ସ୍ଥାନକୁ ଉପଭୋଗ କରିବା ପାଇଁ...

ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ପୂରା ବିମାନ ବୁକ୍‌ କଲେ ଗୋଟିଏ ପରିବାରର ୪ ସଦସ୍ୟ

ଭୋପାଳ,୨୮।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନ ବନ୍ଦରରୁ ଗତ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହାସହ ଚାର୍ଟର ବିମାନ ଚଳାଚଳ...

ଟ୍ୟୁସନ ପଇସାରେ ସ୍କୁଲ ପିଲାଙ୍କୁ ବହିଖାତା ଦେଇଥିଲି

କେନ୍ଦୁଝର ଜିଲାର କଣ୍ଟିପାଳ ଗାଁରେ ମୋ ଜନ୍ମ । କଣ୍ଟିପାଳ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ୍‌ କରି ଆନନ୍ଦପୁର କଲେଜରେ ଯୁକ୍ତ ଦୁଇ ଓ ଇଂରାଜୀ...

ଅଗମ୍ୟ ପାହାଡ଼, ଦୁର୍ଗମ ନଦୀପଥକୁ ଭୟ ନ ଥିଲା

କୋଣାର୍କରେ ପଥର ପହଞ୍ଚତ୍ବା କାର୍ଯ୍ୟରେ ଯେଉଁମାନେ ଦାୟିତ୍ୱ ନିର୍ବାହ କରୁଥିଲେ, ସେମାନଙ୍କର ଗମନାଗମନ ପାଇଁ ସୁବିଧା ସୁଯୋଗ ଯୋଗାଇ ଦିଆଯାଇଥିଲା। ଅନେକ ପାହାଡ଼ରୁ ପଥର ଆଣି...

ଗରମରୁ ରକ୍ଷା ପାଇଁ ଛୁଆ ହାତୀ କରୁଛି ଏପରି, ଭିଡିଓ ଭାଇରାଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

Advertisement
Archives

Model This Week