ଫେବୃୟାରୀରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକିନେଲେ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକେଇ। ଯେତେ ସଚେତନ କରାଗଲେ ମଧ୍ୟ ଏଥିରେ ରୋକ୍‌ ଲଗାଯାଇ ପାରୁନାହିଁ। ବୁଧବାର ପ୍ରକାଶ ପାଇଥିବା ସାଇବର ରିପୋର୍ଟ ଅନୁସାରେ, ଗତ ଫେବୃୟାରୀରେ ସାଇବର ଠକ ବିଭିନ୍ନ ଉପାୟରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିବାବେଳେ ପୋଲିସ ୩୨ ଲକ୍ଷରୁ ଅଧିକ ଫେରାଇ ଆଣିବାରେ ସଫଳ ହୋଇଛି।

ଭୁବନେଶ୍ୱର ସାଇବର୍‌ କ୍ରାଇମ ହେଲ୍ପ ଡେସ୍କରେ ଫେବୃୟାରୀ ମାସ ମଧ୍ୟରେ ହେଲ୍ପଲାଇନ ନମ୍ବରରୁ ମୋଟ ୩୩୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୫୦ଟି ୟୁପିଆଇଜନିତ ଓ ୧୦୮ଟି କ୍ରେଡିଟ୍‌/ଡେବିଟ୍‌ କାର୍ଡଜନିତ ଅଭିଯୋଗ ରହିଛି । ସେହିପରି ୫୦ଟି ସୋସିଆଲ ମିଡିଆଜନିତ ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ଅନ୍ୟ ଉପାୟରେ ୨୭ଟି ଠକେଇଜନିତ ଅଭିଯୋଗ ଏହି ସାଇବର କ୍ରାଇମ୍‌ ହେଲ୍ପ ଡେସ୍କ ଗ୍ରହଣ କରିଛି। ଗତ ମାସ ମଧ୍ୟରେ ଭୁବନେଶ୍ୱର ସହରାଞ୍ଚଳ ଜିଲାରେ ବିଭିନ୍ନ ଅଭିଯୋଗ ମାଧ୍ୟମରେ ମୋଟ ୧ କୋଟି ୪୪ ଲକ୍ଷ ୪ ହଜାର ୬୩୧ ଟଙ୍କା ସାଇବର ଠକଙ୍କ ଆକାଉଣ୍ଟକୁ ଯାଇଛି। ଏଥିମଧ୍ୟରୁ ମୋଟ ୫ଟି ମାମଲା ଭୁବନେଶ୍ୱରର ସାଇବର କ୍ରାଇମ୍‌ ଓ ଅର୍ଥନୈତିକ ଅପରାଧ ଥାନାରେ ପଞ୍ଜୀକୃତ କରାଯାଇଥିଲା। ତ୍ୱରିତ ପଦକ୍ଷେପ ସ୍ବରୂପ ସାଇବର ଠକଙ୍କ ଆକାଉଣ୍ଟରୁ ମୋଟ ୧୦ ଲକ୍ଷ ୧୩ ହଜାର ୧୭୭ ଟଙ୍କା ଫେରସ୍ତ ଅଣାଯାଇଥିବାବେଳେ ୨୨ ଲକ୍ଷ ୪୯ ହଜାର ୬୫୬ ଟଙ୍କାକୁ ବ୍ଲକ୍‌ କରାଯାଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri