ମକର ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ ଅଫିସ,୧୫।୨- କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଦିବା ପ୍ରାୟ ସାଢ଼େ ୧୨ଟା ବେଳେ ତୃତୀୟ...

ଖରା ଛୁଟିରେ ଖୋଲିବ ହାଇକୋର୍ଟ, ନିମ୍ନ କୋର୍ଟ

କଟକ ଅଫିସ,୨୮।୪: ଚଳିତବର୍ଷ ଖରାଛୁଟିରେ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ବନ୍ଦ ରହିବ ନାହିଁ। ମଙ୍ଗଳବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଜିଷ୍ଟ୍ରାର୍‌ (ଜୁଡ଼ିସିଆଲ୍‌) ଲଳିତ କୁମାର...

ନିଜ ମାମଲା ଲଢ଼ି କୋଟିଏ ଫେରିପାଇଲେ

ଭୁବନେଶ୍ୱର,୨୫।୧୦:  ନ୍ୟାୟ ପାଇଁ ଜନସାଧାରଣ କୋର୍ଟଙ୍କ ଦ୍ୱାରସ୍ଥ ହୁଅନ୍ତି। କିନ୍ତୁ ବିନା ଆଇନଜୀବୀରେ କୋର୍ଟରେ ମାମଲା ଲଢ଼ିବା ଓ ଜିତିବା କାଠିକର ପାଠ। ହେଲେ ଏମିତି...

ବଦଳିବ ଭୁବନେଶ୍ୱରର ପାର୍କିଂ ଢାଞ୍ଚା

ଭୁବନେଶ୍ୱର,୭।୨(ବ୍ୟୁରୋ): ସହରର ପାର୍କିଂ ପଲିସି ଓ ଏନ୍‌ଏମ୍‌ଟି କାର୍ଯ୍ୟକାରିତା ନେଇ ଗୁରୁବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ), ଭୁବନେଶ୍ୱର ମହାନଗର...

ଭୀମଟାଙ୍ଗିରେ ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣା: ହତ୍ୟାର ୪ଦିନ ପୂର୍ବରୁ କରିଥିଲେ ଯୋଜନା

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍‌-୧ ପ୍ଲଟ୍‌ ନଂ. ଏ/ଏଲ୍‌-୧ରେ ଭଡ଼ାରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା...

ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ, ଆଜି ନିବେଶକ ସମ୍ମିଳନୀ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଓଡ଼ିଶା ନିବେଶକ ସମ୍ମିଳନୀ ସୋମବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ପୁଞ୍ଜିପତିଙ୍କ ସହ ସିଧାସଳଖ ଆଲୋଚନା କରିବେ। ଓଡ଼ିଶାରେ...

ଗଞ୍ଜାମ ଏନ୍‌ଏସି ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରାର୍ଥୀ

ଗଞ୍ଜାମ,୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଆଗାମୀ ପୌର ନିର୍ବାଚନ ପାଇଁ ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ ଝୁଲି ପାତ୍ରଙ୍କ ସମେତ ୧୦ ଜଣ କାଉନସିଲର ପ୍ରାର୍ଥୀ ରବିବାର ଛତ୍ରପୁର...

ରେଳ ଧାରଣାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଇଣ୍ଡା,୧୨।୧୧(ଡି.ଏନ.ଏ.)-ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ଥାନା ଖଇରମୁଣ୍ଡା ନିକଟସ୍ଥ ରେଳଧାରଣା ପରିସରରୁ ମଙ୍ଗଳବାର ହଣ୍ଡପା ଥାନା ଠେଲକନାଳୀ ଗ୍ରାମର ସୁଲୁ ପ୍ରଧାନ(୧୮) ଜଣେ ଯୁବକଙ୍କ ମୃତଦେହକୁ କିଶୋରନଗର...

Advertisement
Archives

Model This Week