ମକର ସଂକ୍ରାନ୍ତିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ସହାୟତା ପାଇଁ ୬ ହେଲ୍ପଲାଇନ ନମ୍ବର ଜାରି

କଟକ ଅଫିସ,୨୩ା୧: ସହରରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା କମିଛି। ହେଲେ ଏବେ ବି ଅନେକ ଆକ୍ରାନ୍ତ ରହିଛନ୍ତି । କୋଭିଡ୍‌ ସମ୍ପର୍କିତ କୌଣସି ସମସ୍ୟା କିମ୍ବା...

ଡକାୟତି, ଲୁଟ୍‌ ଘଟଣାରେ ୭ ଗିରଫ

ଢେଙ୍କାନାଳ ଅଫିସ,୨୩ା୭ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୧୯ଟି ଡକାୟତି ଓ ଲୁଟ୍‌ ଘଟଣାରେ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଢେଙ୍କାନାଳ ଜିଲା ପୋଲିସ ଗିରଫ...

୪୬ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଓଡ଼ିଶାର ୨ୟ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ମହାମାରୀ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ପର୍ଯ୍ୟନ୍ତ ୧୭୬ ଦେଶରେ କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହା...

ଜୀବନ ହାରିଲା କଳାଭାଲୁ ମୋତି

ବାରଙ୍ଗ,୨୩।୧୦(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ ହିମାଳୟ ଅଣ୍ଡିରା କଳାଭାଲୁ ମୋତିର ଶନିବାର ମୃତ୍ୟୁ ଘଟିଛି। ୧୬ବି ଏନକ୍ଲୋଜରରେ ରହୁଥିବା ମୋତି ୨୦ବର୍ଷର ହୋଇଥିଲା। ୧୩ ସେପ୍ଟେମ୍ବର...

ଭୋରରୁ ଚମ୍ପଟ, ଅପରାହ୍ନରେ ଗିରଫ

କଟକ ଅଫିସ,୧୨ା୧: ଶନିବାର ଭୋର ସମୟରେ ଏସ୍‌ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରୁ ଚମ୍ପଟ ମାରିଥିଲେ ଅଭିଯୁକ୍ତ ଆଲୋକ ସାହୁ। କିନ୍ତୁ ମଙ୍ଗଳାବାଗ ପୋଲିସ ତାଙ୍କୁ ଅପରାହ୍ନରେ...

ଉଚ୍ଛେଦ ଯୋଗୁ ଫାଟୁଛି ପାଖ ଘର

ପୁରୀ ଅଫିସ, ୩୦ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ...

ରାଜ୍ୟରେ ୨୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୬।୭(ବ୍ୟୁରୋ):  ରାଜ୍ୟରେ ‘ବ୍ଲାକ୍‌ ଫଙ୍ଗସ’ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମେ’ ୧୦ରେ ରାଜ୍ୟରେ ପ୍ରଥମ ବ୍ଲାକ୍‌ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିଲେ।...

ଖୁବ୍‌ଶୀଘ୍ର ବିଏସ୍‌ଏଲ୍‌ସିରେ ଆରମ୍ଭ ହେବ ଖନନ ପ୍ରକ୍ରିୟା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୭(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ବିର୍ସା ଷ୍ଟୋନ୍‌ ଲାଇମ୍‌ କମ୍ପାନୀ ଲିମିଟେଡ(ବିଏସ୍‌ଏଲ୍‌ସି)ରେ ଖନନ ପ୍ରକ୍ରିୟା କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଜଣାପଡିଛି...

Advertisement


Archives

Model This Week