ସ୍ତ୍ରୀଙ୍କୁ ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ

କୋକସରା, ୨୦।୩: କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବଡ଼ କେନ୍ଦୁଗୁଡା ଗ୍ରାମରୁ ଆମପାଣି ପୋଲିସ ଟଙ୍କଧର ପୁଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକାଙ୍କ ମୃତଦେହ ଜବତ କରିଥିଲା। ହେଲେ ଚନ୍ଦ୍ରିକାଙ୍କ ବାପା ଶଶୀଭୂଷଣ ମାଝୀ ଝିଅଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦିଆଯାଇଥିବା ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା(ନଂ.୨୪/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ଶନିବାର ସ୍ବାମୀ ଟଙ୍କଧରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨୦୭ ଫିଲ୍ମ ଦେଖି ଗିନିଜ୍‌ ୱାଲର୍‌ଡ ରେକର୍ଡ କଲେ ଏହି ବ୍ୟକ୍ତି: ପ୍ରତ୍ୟେକ ଦିନ ଦେଖୁଥିଲେ ଏତିକିଟି ଫିଲ୍ମ

ପେନ୍‌ସିଲଭାନିଆ, ୩ା୧୧:ଅଧିକାଂଶ ଲୋକଙ୍କ ପାଇଁ ଦିନକରେ ୩ଟି ଚଳଚ୍ଚିତ୍ର ଦେଖିବା ଏକ ବଡ଼ ମାରାଥନ ହେବ। ମାତ୍ର ଗ୍ଲେନୱୁଡ ହୋସ୍କିନ ଜୁନିଅରଙ୍କ ନିମନ୍ତେ ଏହା ସମ୍ପୂର୍ଣ୍ଣ ଏକ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ନେଇ ଆଗୁଆ ସତର୍କତା: ଖୋଲିଲା ହରଭଙ୍ଗୀ ଜଳଭଣ୍ଡାରର ୪ ଗେଟ୍‌

ମୋହନା,୨।୧୧( ମନ୍ମଥ ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବ ନ କମୁଣୁ ଏବେ ସମ୍ଭାବ୍ୟ ବାତ୍ୟା ମୁରାସୁକୁ ନେଇ ବଢ଼ିଲାଣି ଚିନ୍ତା। ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ…

ବିଭିନ୍ନ ଦାବି ନେଇ ଅତିରିକ୍ତ ଜିଲାପାଳଙ୍କୁ ଦାବି ପତ୍ର ଦେଲା ନିଖିଳ ଓଡ଼ିଶା ବ୍ଳକ ସମ୍ପ୍ରସାରଣ ଅଧିକାରୀ ସଂଘ

ଭବାନୀପାଟଣା,୨।୧୧(ଉତ୍ତମ କୁମାର ଦାଶ): ନିଖିଳ ଓଡ଼ିଶା ବ୍ଳକ ସମ୍ପ୍ରସାରଣ ଅଧିକାରୀ ମିଳିତ ସମନ୍ବୟ ପରିଷଦ (ଏଓବିଇଓ/ଜେସିସି) କଳାହାଣ୍ଡି ଜିଲା ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ସଂଘର…

ଶ୍ୱଶୁର ଘରକୁ ଯାଉଥିଲେ ଦୁର୍ଯ୍ୟ, ବାଟରେ ଛକିଥିଲା ଯମ: ଘଟିଲା…

ଲାଞ୍ଜିଗଡ଼,୨।୧୧ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଭବାନୀପାଟଣା-ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥର କଦଳୀଘାଟି କୁଚେଇଯୋର ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।…

ପ୍ରଦ୍ମଶ୍ରୀ ଡା. ଅଶୋକ ମହାପାତ୍ରଙ୍କ ପରଲୋକ: ଖେଲିଗଲା ଶୋକର ଛାୟା

ନୂଆଦିଲ୍ଲୀ,୨।୧୧: ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ପ୍ରଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ବ୍ରେନ ଷ୍ଟ୍ରୋକ…

ବାତ୍ୟା ‘ମୁରାସୁ’ ପାଇଁ ଦାରିଙ୍ଗବାଡ଼ିରେ ଆଗୁଆ ପ୍ରସ୍ତୁତି: ୨୫ ପଞ୍ଚାୟତରୁ ୬୯୧ ଜଣଙ୍କୁ ଥଇଥାନ

ଦାରିଙ୍ଗବାଡ଼ି,୨।୧୧(ଅରୁଣ ସାହୁ): ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ବାତ୍ୟା ‘ମୁରାସୁ’କୁ ନେଇ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକଙ୍କ ସୁରକ୍ଷାକୁ ପ୍ରାଥମିକତା…

ସରଫରାଜଙ୍କ ଚାଞ୍ଚଲ୍ୟକର ବୟାନ: ଟିମ ଇଣ୍ଡିଆ ମ୍ୟାନେଜମେଣ୍ଟକୁ ନେଇ କହିଦେଲେ ସାଂଘାତିକ କଥା

ନୂଆଦିଲ୍ଲୀ, ୨।୧୧: ନୂଆଦିଲ୍ଲୀ, ୨।୧୧: ଗତ କିଛି ବର୍ଷ ଧରି ଘରୋଇ କ୍ରିକେଟରେ ରନର ପାହାଡ଼ ଛିଡ଼ା କରୁଥିବା ସରଫରାଜ ଖାନ ଏକ ବଡ଼ ବୟାନ ଦେଇଛନ୍ତି।…

ରାଜ୍ୟ ସଭାର ସବୁଠୁ ଧନୀ ସାଂସଦଙ୍କ ତାଲିକା ଜାରି: ପ୍ରଥମ ତାଲିକାରେ ଏହି ନେତା, ଓଡ଼ିଶାର…

ନୂଆଦିଲ୍ଲୀ, ୨।୧୧: ରାଜ୍ୟ ସଭାର ସବୁଠୁ ଧନୀ ସାଂସଦଙ୍କ ସମ୍ପତ୍ତି ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ADRର ରିପୋର୍ଟରେ ଏହି ଖୁଲାସା ହୋଇଛି। ରିପୋର୍ଟ ଅନୁଯାୟୀ, ୧୦୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?