ସ୍ତ୍ରୀଙ୍କୁ ହତ୍ୟା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ

କୋକସରା, ୨୦।୩: କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବଡ଼ କେନ୍ଦୁଗୁଡା ଗ୍ରାମରୁ ଆମପାଣି ପୋଲିସ ଟଙ୍କଧର ପୁଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକାଙ୍କ ମୃତଦେହ ଜବତ କରିଥିଲା। ହେଲେ ଚନ୍ଦ୍ରିକାଙ୍କ ବାପା ଶଶୀଭୂଷଣ ମାଝୀ ଝିଅଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦିଆଯାଇଥିବା ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା(ନଂ.୨୪/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ଶନିବାର ସ୍ବାମୀ ଟଙ୍କଧରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଘାରିଲା କୋଭିଡ୍‌ ଭୟ: ଓଡ଼ିଶାରେ ଲକ୍‌ଡାଉନ୍‌ ସମ୍ଭାବନାକୁ ଏଡାଇ ହେବନି ବୋଲି କହିଲେ ଡିଏମ୍‌ଇଟି

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କୋଭିଡ କେସ୍‌ ସଂଖ୍ୟା କମୁଛି। ଏବେ ଲକ୍‌ଡାଉନ୍‌ର ସମ୍ଭାବନା ନାହିଁ, ମାତ୍ର ସମ୍ଭାବନାକୁ ଏଡାଇ ହେବନି। କୋଭିଡ୍‌ର ସାମ୍ପ୍ରତିକ ସ୍ଥିତିକୁ ନେଇ...

‘ଚାଷୀଙ୍କ ଆୟ ଦ୍ବିଗୁଣିତ କରିବ ଡ୍ରୋନ୍‌’

ଛେଣ୍ଡିପଦା,୧୯।୪(ସ୍ବ.ପ୍ର.) ଚାଷୀଙ୍କୁ ସହାୟକ ହେବ ଡ୍ରୋନ୍‌। ଡ୍ରୋନ୍‌ ସହାୟତାରେ ଚାଷୀ ଫସଲରେ କୀଟନାଶକ ସିଞ୍ଚନ କରି ନିଜର ସମୟ ବଞ୍ଚାଇବା ସହ ଆୟ ମଧ୍ୟ ବଢ଼ାଇପାରିବ।...

ନନ୍ଦନକାନନ: ଗାଇଡ୍‌ଙ୍କ ଟିକେଟ କାଟିବା ଉପରେ କଟକଣା

ବାରଙ୍ଗ,୩।୬(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ପ୍ରବେଶ ଟିକେଟ ଗାଇଡ୍‌ମାନେ କାଟିପାରିବେନି। ଏନେଇ ଗୁରୁବାର ଗାଇଡ୍‌ମାନଙ୍କ ଟିକେଟ୍‌ କାଟିବା ଉପରେ ରୋକ ଲଗାଇଛି ନନ୍ଦନକାନନ କର୍ତ୍ତୃପକ୍ଷ। ଗୁରୁବାର...

ଅଗଷ୍ଟ ୩୧ ପର୍ଯ୍ୟନ୍ତ ସ୍ବତନ୍ତ୍ର ସ୍କୁଲ ବନ୍ଦ

ଭୁବନେଶ୍ୱର, ୧୮।୭(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଆସନ୍ତା ଅଗଷ୍ଟ ୩୧ ପର୍ଯ୍ୟନ୍ତ ସମସ୍ତ ସ୍ବତନ୍ତ୍ର ସ୍କୁଲ ବନ୍ଦ ରହିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା...

କରୋନାରେ ୧୭ ଜୀବନ ଗଲା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ...

ଡୋକରିଚଞ୍ଚରାରେ ଡୋକରୀ ଦେବୀଙ୍କ ମଣ୍ଡେଇ ଯାତ୍ରା

କୋକସରା,୪।୧(ଡି.ଏନ.ଏ.): କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଠାରେ ମଙ୍ଗଳବାର ଗୁଡହାଣ୍ଡି ଉନ୍ନୟନ କମିଟି ପକ୍ଷରୁ ଡୋକରୀ ଦେବୀଙ୍କ ବାର୍ଷିକ ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।...

ଆଶା ବାନ୍ଧି ବସିଛନ୍ତି ଆଶାୟୀ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ନିମନ୍ତେ ତୁରନ୍ତ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତି ବୟସ ସୀମା ୪୨ବର୍ଷକୁ ବୃଦ୍ଧି, ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର ଓ ବେଆଇନ ଭାବେ...

ପୋଲ ସଂଯୋଗୀକରଣ ରାସ୍ତା ଦବିଲା

ଦାରିଙ୍ଗବାଡ଼ି,୧୯।୭(ଡି.ଏନ.ଏ)- ଦାରିଙ୍ଗବାଡ଼ିଠାରୁ ବ୍ରାହ୍ମଣୀଗଁାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ଦେଖାଯାଇଛି। ଦାରିଙ୍ଗବାଡ଼ି ଚାରିଛକଠାରୁ ପ୍ରାୟ ଦେଢ଼ କିମି ଦୂର କଲେଜ...

Advertisement
Archives

Model This Week