Posted inଜାତୀୟ

ଯେଉଁଦିନ ନିର୍ବାଚନ ଫଳାଫଳ ଆସିବ ଜାଣିନି ମୁଁ ବାହାରେ ଥିବି କି ଜେଲ୍‌ରେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ଇଡି ପଚରାଉଚରା ପାଇଁ ଡକାଇଥିଲା। ଏହି ସମୟରେ ସେ ଇଡିରେ ହାଜର ହେବା ପରିବର୍ତ୍ତେ ମଧ୍ୟପ୍ରଦେଶର ସିଙ୍ଗ୍ରାଉଲିରେ ଏକ ରୋଡ୍‌ ଶୋ କରିଥିଲେ।  ତାଙ୍କ ସହ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ମଧ୍ୟ ଉପସ୍ଥିତ ଥିଲେ। ଆମ୍‌ ଆଦ୍‌ମୀ ପାର୍ଟି ମଧ୍ୟପ୍ରଦେଶରେ ପୂର୍ଣ୍ଣ ଶକ୍ତି ସହ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ହେଉଛି। କେଜ୍‌ରିଓ୍ବାଲ୍‌ଙ୍କ ରୋଡ୍‌ ଶୋ’ରେ ଏକ ବିରାଟ ଜନସମାଗମ ଦେଖିବାକୁ ମିଳିଥିଲା।

ସେ କହିଛନ୍ତି, ଯେପରି ଦିଲ୍ଲୀ ଏବଂ ପଞ୍ଜାବର ଲୋକମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି, ମଧ୍ୟପ୍ରଦେଶର ଲୋକମାନେ ମଧ୍ୟ ଆଗାମୀ ଦିନରେ ଚମତ୍କାର ପ୍ରଦର୍ଶନ କରିବେ।  ଯେଉଁଦିନ ନିର୍ବାଚନ ଫଳାଫଳ ଆସିବ ମୁଁ ଜାଣେ ନାହିଁ ମୁଁ ଜେଲରେ ଥିବି କି ବାହାରେ। କିନ୍ତୁ ମୁଁ ଯେଉଁଠାରେ ଥାଏ ନା କାହିଁକି ମୁଁ ଶୁଣିବି ଯେ, ଲୋକମାନେ କହୁଛନ୍ତି, କେଜ୍‌ରିଓ୍ବାଲ ସିଙ୍ଗ୍ରାଉଲିକୁ ଆସିଛନ୍ତି ଏବଂ ସିଙ୍ଗ୍ରାଉଲିର ଲୋକମାନେ ତାଙ୍କୁ ଭୋଟ୍‌ ଦେବା ପରେ ତାଙ୍କୁ ପଠାଇଛନ୍ତି। ଯାହାକି ଆମର ଐତିହାସିକ ବିଜୟ।

 


Enter your email to get our daily news in your inbox.

All Right Reserved By Dharitri.Com

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri