ଭୁଶୁଡ଼ିଲା ମନ୍ଦିର କୋଠା

ଗଞ୍ଜାମ,୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ସୂର୍ଯ୍ୟନାରାୟଣପୁର-ଗାଖରକୁଦା ଯିବା ରାସ୍ତାରେ ଥିବା ବହୁ ପୁରାତନ ହାଡ଼ିଆ ଗଡ଼ ମନ୍ଦିର କୋଠା ମଙ୍ଗଳବାର ଭୋରରୁ ଭୁଶୁଡ଼ି ପଡ଼ିଛି। ଏଥିରେ କେହି ମୃତାହତ ହୋଇ ନାହାନ୍ତି। ପ୍ରାୟ ଲୋକ ସେଠାରେ ଦୈନନ୍ଦିନ ଭିଡ଼ ଜମାଇଥିବା ବେଳେ ସେହି ସମୟରେ କେହି ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ଟଙ୍କା ପାଇଁ ଖରାରେ ଲମ୍ବା ଧାଡ଼ି

ପୁରୁଷୋତ୍ତମପୁର,୧୯।୫(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ଲୋକଙ୍କୁ ଘରୁ ବାହାରକୁ ନ ଆସିବା ଲାଗି ସରକାର ନିର୍ଦ୍ଦେଶ ଦେଇ ଲକ୍‌ଡାଉନ୍‌ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା...

ଆଇସୋଲେଶନ ସେଣ୍ଟରରେ ବୃଦ୍ଧଙ୍କ ମୃତ୍ୟୁ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ସୁନ୍ଦରପୁର ଆଇସୋଲଶନ ସେଣ୍ଟରରେ ଶୁକ୍ରବାର ରାତିରେ ଜଣେ ବୃଦ୍ଧ (୭୫)ଙ୍କ ମୃତ୍ୟୁ ଘଟିଛି। ସେ ଭୁବନେଶ୍ୱରରୁ ଫେରିବା ପରେ ତାଙ୍କୁ ସୁନ୍ଦରପୁର...

ଲକ୍ଷେ ଦେଲେ ଗାଁରେ ମିଶିବେ ପରିବାର

ଛତ୍ରପୁର,୧୭ା୬(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଗୋଟିଏ ପରେ ଗୋଟିଏ ସାମାଜିକ ବାସନ୍ଦ ଘଟଣା ପଦାକୁ ଆସିବାରେ ଲାଗିଛି। ବିଶେଷକରି ଛତ୍ରପୁର ନିର୍ବାଚନମଣ୍ଡଳୀରେ ଗତ ଦେଢମାସ ହେଲା ଏପରି ଅଭିଯୋଗ...

ଏକ ମାସ ଜେଲରେ ରହିବା ପରେ ଜଣାଗଲା ନାବାଳକ

ବ୍ରହ୍ମପୁର ଅଫିସ,୫ା୮:ବେଆଇନ ଭାବେ ମଦ ଚାଲାଣ କରୁଥିବା ଅଭିଯୋଗରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳକାରାଗାରରେ ଏକ ମାସ ବିଚାରାଧୀନ ବନ୍ଦୀ ଭାବେ ରହିବା ପରେ ଜଣେ...

ମହଜୁଦ୍‌ ଥାଇ ବି ଚାଷୀଙ୍କୁ ଦେଲେନି ସାର

ବୁଗୁଡ଼ା,୨୦ା୮(ଡି.ଏନ୍‌.ଏ.)- ବୁଗୁଡ଼ାର କେତେକ ସାର ଦୋକାନରେ ସାର ମହଜୁଦ ଥାଇ ମଧ୍ୟ ଚାଷୀଙ୍କୁ ଦିଆଯାଉ ନ ଥିଲା। ଏ ନେଇ ଚାଷୀମାନେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ...

ଗଞ୍ଜାମ ଜିଲାସ୍ତରୀୟ ପୋଲିସ ଶହୀଦ ଦିବସ

ଛତ୍ରପୁର, ୨୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲାସ୍ତରୀୟ ପୋଲିସ ଶହୀଦ ଦିବସ ସୋମବାର ପାଳିତ ହୋଇଯାଇଛି। ଛତ୍ରପୁରସ୍ଥିତ ପୋଲିସ ପଡ଼ିଆରେ ଆୟୋଜିତ ପରେଡ୍‌ରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର...

କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ : କାର୍ଯ୍ୟକ୍ଷମ ହେଲା ଶିଶୁ ଆଇସିୟୁ

ଫୁଲବାଣୀ ଅଫିସ,୨ା୮- କନ୍ଧମାଳ ଜିଲାବାସୀଙ୍କ ପାଇଁ ଖୁସି ଖବର। ଏଣିକି ଗୁରୁତର ଶିଶୁଙ୍କୁ ଆଉ ଚିକିତ୍ସା ପାଇଁ କଟକ କିମ୍ବା ବ୍ରହ୍ମପୁର ନେବାକୁ ପଡିବ ନାହିଁ।...

ଶଟ୍‌ଡାଉନ୍‌ରେ ଗଞ୍ଜାମ ସହର ଖାଁ ଖାଁ : ଅମାନିଆଙ୍କୁ ସାବାଡ ପାଇଁ…

ଗଞ୍ଜାମ,୯।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହା ସହ ପୂର୍ବରୁ ଜାରି ହୋଇଥିବା ଶଟ୍‌ଡାଉନ୍‌...

Advertisement
Archives

Model This Week