ମଦ ଛଡ଼ାଇବା ପାଇଁ ଲୋକଙ୍କୁ କ୍ଷୀର ବାଣ୍ଟିଲେ

ମୁମ୍ବାଇ,୧ା୧: ଲୋକମାନେ କିପରି ମଦ ଛାଡ଼ିବେ ସେନେଇ ନୂଆବର୍ଷରେ ଏକ ନିଆରା ପଦକ୍ଷେପ ନେଇଛନ୍ତି ପୁଣେ ସହରର ଅରୁଣ ଓହାର। ମଦ ଛାଡ଼ିବା ପାଇଁ ସେ ଲୋକଙ୍କୁ କ୍ଷୀର ଯୋଗାଇ ନିବେଦନ କରିଛନ୍ତି।  (କ୍ଷୀର ପିଅ, ମଦ ନୁହେଁ) ଶୀର୍ଷକରେ ସେ ସଚେନତା ବାର୍ତ୍ତା ପ୍ରଚାର କରୁଛନ୍ତି। ନିଜକୁ ରାବଣ ବେଶରେ ସଜାଇ ନୂଆବର୍ଷରେ ଗଳିକନ୍ଦି ରାସ୍ତାରେ ବୁଲି ମଦ୍ୟପାନ କରିଥିବା ବ୍ୟକ୍ତିଙ୍କୁ ମଦ ଛାଡ଼ି କ୍ଷୀର ପିଇବାକୁ କହିଛନ୍ତି।

ସ୍ଥାନୀୟ ଜଣେ ରାଜନେତା କହିଛନ୍ତି, ସମାଜରେ ଦିନକୁ ଦିନ ମଦୁଆଙ୍କ ସଂଖ୍ୟା ବଢ଼ିଚାଲିଛି। ଫଳରେ ଅନେକ ବ୍ୟକ୍ତି ମଦ ପିଇ ପରିବାର ଉଜାଡ଼ି ଦେଉଛନ୍ତି। ତେଣୁ ଅରୁଣ ଏପରି ନିଆରା ଏକ ପ୍ରୟାସ ଜାରି ରଖିଛନ୍ତି। ଆଜି ଏହି ନୂଆବର୍ଷରେ ଅରୁଣ ଲୋକଙ୍କୁ ସଚେତନ କରିବା ପାଇଁ ଏପରି ଭିନ୍ନ ଏକ ପ୍ରୟାସ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri