ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ଜଡ଼ା ଗ୍ରାମର କୁଶ ଗୁରୁ (୫୫) । ଖବର ପାଇ ଭଟଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ସେଠାରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣି ପୋଲିସ ଅଧିକ ତଦନ୍ତ ଚଲାଇଛି।

ସୂଚନା ଅନୁଯାୟୀ, ମୃତକ ଜଣକ ମାଛ ମାରିବା ପାଇଁ ବରଗଡ଼ ମୁଖ୍ୟ କେନାଲକୁ ଯାଇଥିଲେ। ତେବେ ସେଠାରେ ସେ ମାଛ ମାରୁଥିବା ସମୟରେ କେନାଲ ପାଣିରେ ବୁଡ଼ି ଯାଇଥିଲେ ଏବଂ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା। ଏ ନେଇ ସୂଚନା ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri