ବାରହା ପାଇଁ ବିଛାଯାଇଥିବା ଫାଶରେ ପଡ଼ି ହାତୀର ଜୀବନଗଲା

ହିନ୍ଦୋଳ,୨୪।୭: ହିନ୍ଦୋଳ ରେଞ୍ଜ କନ୍ତାମିଲା ପଞ୍ଚାୟତ ଡମେଇବାହାଳ ନିକଟସ୍ଥ କୁଶପଦା ଜଙ୍ଗଲରେ ଶୁକ୍ରବାର ରାତିରେ ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ପଡି ଗୋଟିଏ ହାତୀର ମୃତ୍ୟୁ ଘଟିଛି। ଖବରପାଇ ଶନିବାର ସକାଳେ ହିନ୍ଦୋଳ ବନାଞ୍ଚଳ ଅଧିକାରୀ ଲୋହିତ ରଥ ଓ ଷ୍ଟାଫ୍‌ ଏବଂ ପ୍ରାଣୀ ଚିକତ୍ସାଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ କରାଯାଇଛି । ତେବେ ଏହାର ସମ୍ପୃକ୍ତି ନେଇ କାହାରିକୁ ଗିରଫ କରାଯାଇ ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri