ରାତିରେ ଘରେ ପଶି ବନ୍ଧୁକ ଦେଖାଇ ଲୁଟିନେଲେ

ଫୁଲବାଣୀ ଅଫିସ,୨।୮: କନ୍ଧମାଳ ଜିଲା ଫୁଲବାଣୀ ସହର ପଟାବାଲି ସାହିରେ ଜଣେ ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା ଲୁଟ୍‌ ହୋଇଛି । ୩ଜଣ ଦୁର୍ବୃତ୍ତ ଘରେ ପଶି ବନ୍ଧୁକ ଦେଖାଇ ଲୁଟ୍‌ କରିଥିବା ବ୍ୟବସାୟୀ ଜଣକ ଟାଉନ ଥାନାରେ ସୋମବାର ଅଭିଯୋଗ କରିଛନ୍ତି।

ଅଭିଯୋଗ ମୁତାବକ, ବ୍ୟବସାୟୀ ପ୍ରଶାନ୍ତ କୁମାର ପ୍ରାଣୀଗ୍ରାହୀଙ୍କ ପୁଅ ବୋହୁ ରବିବାର ବ୍ରହ୍ମପୁରକୁ ଯାଇଥିଲେ ା ପ୍ରଶାନ୍ତ ଘରେ ଏକା ଥିଲେ । ରବିବାର ରାତି ପ୍ରାୟ ୧୧ଟାରେ ୩ ଦୁର୍ବୃତ୍ତ ଘରେ ପଶି ବନ୍ଧୁକ ଦେଖାଇ ଟଙ୍କା, ସୁନା ଅଳଙ୍କାର କେଉଁଠି ଅଛି ପଚାରିଥିଲେ। ପ୍ରଶାନ୍ତ ଭୟରେ ଆଲମାରିରେ ଥିବା କହିଥିଲେ। ପରେ ଦୁବୃର୍ତ୍ତମାନେ ଲକ୍‌ ଭାଙ୍ଗି ନଗଦ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଇଥିଲେ। ପ୍ରଶାନ୍ତଙ୍କଠାରୁ ଖବରପାଇ ସଦର ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ, ଥାନା ଅଧିକାରୀ ସୁଶାନ୍ତ କୁମାର ସେଠୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri