ସାଙ୍ଗ ପାଇଁ ଦେଲେ ଜୀବନ

ଆନନ୍ଦପୁର,୩୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଢିଙ୍କିଆ ଗ୍ରାମର ଜଣେ ଯୁବକ ଶୁକ୍ରବାର ସାଙ୍ଗଙ୍କୁ ଉଦ୍ଧାର କରିବାକୁ ଯାଇ ରେମାଳ ଡ୍ୟାମ୍‌ରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଗ୍ରାମର କାଳନ୍ଦୀ ସାହୁଙ୍କ ପୁଅ ସୁବ୍ରତ(୨୧)।

ସୂଚନା ଅନୁଯାୟୀ, ସୁବ୍ରତ ଅପରାହ୍ନରେ ସାଙ୍ଗମାନଙ୍କ ସହ ରେମାଳ ଡ୍ୟାମ୍‌ ବୁଲିବାକୁ ଯାଇଥିଲେ। ସେଠାରେ ଗାଧୋଉଥିବା ବେଳେ ଗୋଡ଼ ଖସିଯିବାରୁ ସାଙ୍ଗ ରୋଶନ ପୃଷ୍ଟି ପାଣିରେ ବୁଡ଼ି ଯାଇଥିଲେ। ସାଙ୍ଗଙ୍କୁ ଉଦ୍ଧାର କରିବାକୁ ସୁବ୍ରତ ପାଣିକୁ ଡେଇଁ ପଡ଼ିଥିଲେ। ରୋଶନ ଉଦ୍ଧାର ହୋଇଥିବା ବେଳେ ଦୀର୍ଘ ସମୟ ଧରି ସୁବ୍ରତ ପାଣିରେ ନିଖୋଜ ହୋଇଯାଇଥିଲେ। ସ୍ଥାନୀୟ ଲୋକେ ବହୁ ଖୋଜାଖୋଜି କରି ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଶକ୍ତ, ସମୃଦ୍ଧ ଓଡ଼ିଶା ଗଠନ ଉପରେ ଗୁରୁତ୍ୱ

ଧର୍ମଶାଳା,୧୮।୪:(ଡି.ଏନ.ଏ.): ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଧର୍ମଶାଳା ବିଜେଡି ପକ୍ଷରୁ ପାଳିତ ହୋଇଯାଇଛି। ସୋମବାର ସକାଳ ୭ରୁ ବିଜେଡି, ଯୁବ ବିଜେଡି, ମହିଳା ବିଜେଡି,ଛାତ୍ର ବିଜେଡି,...

ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ଥମୁନି

ଖୋର୍ଦ୍ଧା ଅଫିସ,୨୧।୮: ମହାନଦୀର ଶାଖା ଓ ଉପନଦୀରେ ଜଳସ୍ତର ବୃଦ୍ଧି ପାଇବାରୁ ଖୋର୍ଦ୍ଧା ଜିଲାର ୫ଟି ବ୍ଲକ ପ୍ରଭାବିତ ହୋଇଛି। ତେବେ ଜଟଣୀ ବ୍ଲକ ତିରିମଲ...

ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ୧୨ ଘଣ୍ଟିଆ କାମାକ୍ଷାନଗର ବନ୍ଦ

କାମାକ୍ଷାନଗର,୧୩ା୧୦(ଡି.ଏନ୍‌.ଏ.): ଜଣେ ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ଗୁରୁବାର ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କାମାକ୍ଷାନଗର ଓକିଲ ସଂଘ। ଫଳରେ ଏହି...

ତୃତୀୟ ପର୍ଯ୍ୟାୟରେ ହିଂସା ବୃଦ୍ଧି

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବେଳକୁ ବେଳ ଉଗ୍ରରୂପ ଧାରଣ କରୁଛି। ନିଜ ସପକ୍ଷରେ ଜନମତ ନେବାକୁ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ ହିଂସାକାଣ୍ଡର ସାହାରା...

କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କକୁ ୫୦ହଜାର ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୧୬ା୧୧: ନନ୍‌ ପରଫର୍ମିଂ ଆସେଟସ(ଏନ୍‌ପିଏ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ସମସ୍ୟାରେ ପଡିଛି। ଗତ...

ପ୍ରେମିକାଙ୍କ ଓଢ଼ଣୀରେ ଝୁଲିପଡ଼ିଲେ ପ୍ରେମିକ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜଧାନୀର ଏକ ହୋଟେଲରୁ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ ହୋଇଛି । ମୃତ ଯୁବକ ଜଣକ ହେଲେ ଦୁର୍ଗାପ୍ରସାଦ ମିଶ୍ର। ଖଣ୍ଡଗିରି ଜାଗମରାସ୍ଥିତ...

ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ...

ବର୍ଷା ଅଭାବ,ପଛେଇଛି କୃଷିକାର୍ଯ୍ୟ

ବାରିପଦା ଅଫିସ, ୭ା୭- ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୟୂରଭଞ୍ଜ ଜିଲାରେ ଧାନ ଚାଷ ବାଧାପ୍ରାପ୍ତ ହୋଇଛି । ଧାନ ତଳି ପ୍ରସ୍ତୁତ ହୋଇସାରିଥିବା ବେଳେ ପାଣି...

Advertisement
Archives

Model This Week