ମଧୁମେହ ହୋଇଥିଲେ….

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି
ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ ରୋଗୀ ଇନ୍‌ସୁଲିନ୍‌ ନେଇଥାଆନ୍ତି। ମାତ୍ର ଖାଦ୍ୟପେୟ ଓ ଜୀବନଶୈଳୀରେ ପରିବର୍ତ୍ତନ ଏହି ସମସ୍ୟାକୁ କମ୍‌ କରିବା ସହିିତ ଇନ୍‌ସୁଲିନ ନେବାରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ହଳଦୀ: ଟାଇପ୍‌ ଟୁ ମଧୁମେହ ରୋଗୀ ନିୟମିତ ହଳଦୀ ଖାଇବା ଉଚିତ। ଏପରି କରିବା ଫଳରେ ମଧୁମେହ ନିୟନ୍ତ୍ରିତ ହୋଇଥାଏ।

ମେଥି: ଏହାର ଗୁଣ୍ଡକୁ ସକାଳେ ଖାଲିପେଟରେ ଗରମ ପାଣି ସହିତ ଖାଇବା ଫଳରେ ରକ୍ତସର୍କରା କମ୍‌ ହୋଇଥାଏ ବୋଲି ଆୟୁର୍ବେଦ ଶାସ୍ତ୍ରରେ କୁହାଯାଇଛି।

କଲରା ଜୁସ୍‌: ମଧୁମେହ ରୋଗୀଙ୍କୁ ପ୍ରତିଦିନ ସକାଳେ ଏହି ଜୁସ୍‌ ୧ ଗ୍ଲାସ ପିଇବା ଫଳରେ ମଧୁମେହର ମାତ୍ରା କମିବା ସହ ଇନ୍‌ସୁଲିନ୍‌ରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri