କେବଳ ଶଙ୍ଖ ଚିହ୍ନ ପାଇଁ ୬ଥର ହୋଇଛନ୍ତି ଏମ୍‌ପି

କଟକ, ୯ା୪(ଶିଳ୍ପା ପ୍ରିୟଦର୍ଶିନୀ):ବାରବାଟୀ-କଟକ ବିଜେଡିର କର୍ମୀ ସମ୍ମିଳନୀ କଟକ ସାରଳା ଭବନରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ଯୋଗଦେବା ପରେ ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା କଟକ ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଭର୍ତ୍ତୃହରି କେବେ ନିର୍ବାଚନ ସମୟରେ ବାହାରକୁ ବାହାରନ୍ତି ନାହିଁ। ଲୋକ କେବେ ତାଙ୍କୁ ଦେଖୁ ନ ଥିଲେ, କେବଳ ଶଙ୍ଖ ଚିହ୍ନ ପାଇଁ ସେ ନିର୍ବାଚନରେ ବିଜୟୀ ହୋଇ ୬ ଥର ଏମ୍‌ପି ହୋଇଛନ୍ତି। ହେଲେ ଏବେ ବିଜେଡି ବିରୋଧରେ କଟୁ ବାକ୍ୟ କହୁଛନ୍ତି। ଯାହାକି ସମ୍ପୂର୍ଣ୍ଣ ଭାବେ ନିନ୍ଦନୀୟ। ଅପରପକ୍ଷରେ କଟକ ସାରଳା ଭବନରେ ସୋମବାର ସନ୍ଧ୍ୟାରେ ବାରବାଟୀ-କଟକ ଭାଜପାର ଯୁବ ସଂକଳ୍ପ କାର୍ଯ୍ୟକ୍ରମରେ ଯୋଗଦେଇ ଭର୍ତ୍ତୃହରି କହିଛନ୍ତି, ଯେଉଁ ବ୍ୟକ୍ତି ଏପରି ବାକ୍ୟ କହିଛନ୍ତି ସେ କେବେ କୌଣସି ବ୍ୟକ୍ତିଙ୍କୁ ପ୍ରଶଂସା କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri