Posted inUncategorized

ବିରାଟ ଗଛ ପାଇଲା ନୂଆ ରୂପ

ଭର୍ଜିନିଆର ୧୦୦ ଏକରବିଶିଷ୍ଟ ଆର୍ଟ ଆଣ୍ଡ ନେଚର ପାର୍କରେ ଦେଖିବାକୁ ମିଳେ ଏକ ଅଜବ ଦୃଶ୍ୟ। ପ୍ରକୃତି ଓ କଳା କାରିଗରିର ଅଦ୍ଭୁତ ମିଶ୍ରଣ ଥିବା ଏହି ପାର୍କରେ ଏକ ବିରାଟ ୧୦୦ ଫୁଟ୍‌ର ୟେଲୋ ପୋପଲାର ଗଛରେ ଲଗାଯାଇଛି ଅନେକ ଝୁଲା। ଯେଉଁଥିରେ ବସି ପିଲାମାନେ ବେଶ୍‌ ମଜା ଉଠାନ୍ତି। କେବଳ ସେତିକି ନୁହେଁ ଏହି ଗଛର ଗଣ୍ଡିର କିଛି ଅଂଶକୁ କାଟି ଚେୟାର ଟେବୁଲ କରାଯାଇଛି। ଫଳରେ ଲୋକେ ଏଠି ଆରାମରେ ବସି ପ୍ରକୃତିର ସୁନ୍ଦର ଦୃଶ୍ୟକୁ ଉପଭୋଗ କରିପାରିବେ। ଗଛର ବିରାଟଗଣ୍ଡିର ମଝି ଭାଗରେ ଏକ ଛୋଟ ଘର ବା କିଓସ୍କ ବି କରାଯାଇଛି। ଯାହାର କାଚ ଝରକାକୁ ଏହି ଗଛର ପତ୍ର ଲଗାଇ ସଜାଯାଇଛି। ଉକ୍ତ କିଓସ୍କରେ ପର୍ଯ୍ୟଟକଙ୍କୁ ଯେଉଁ ସୁପ୍‌ ଦିଆଯାଏ ତାହା ଉକ୍ତ ଗଛର ଛାଲିରୁ ବାହାର କରାଯାଇଥିବା ସିରପ୍‌ରୁ ପ୍ରସ୍ତୁତ କରାଯାଇଥାଏ। ଗଛର ଶାଖାଗୁଡ଼ିକରେ ସୁନ୍ଦର ଲାଇଟ୍‌ ବି ଲଗାଯାଇଛି। ଫଳରେ ସନ୍ଧ୍ୟାବେଳେ ଏହାର ଦୃଶ୍ୟ ବହୁତ ମନୋରମ ଲାଗେ।


Enter your email to get our daily news in your inbox.

All Right Reserved By Dharitri.Com

ତୁମ ପାଇଁ ଅଛି ମୁଁ

ମୁଁ ତୁମ ପାଇଁ/ତୁମେ ମୋ ପାଇଁ/କୋଳାକୋଳି ହେବା ଆମେ / ଦୁହେଁ ଦୁହିଁଙ୍କ ପାଇଁ/ ସବୁକିଛି ଆମର/ ପର କଥା କି ଦରକାର /ବାକି ଯାହା...

ଓଡ଼ିଶା: ଆଜିର ଫଟୋ (୧ ଡିସେମ୍ବର, ୨୦୨୫ )

BJEM School – ୫୧ତମ ବାର୍ଷିକ କ୍ରୀଡା ମହୋତ୍ସବ ଉଦ୍ଘାଟନ ଉତ୍ସବ

‘ତୁମ ପାଇଁ ସେନାରେ ସ୍ଥାନ ନାହିଁ’ ଇସାଇ ଅଧିକାରୀଙ୍କୁ କାହିଁକି ଏମିତି କହିଲେ କୋର୍ଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୧୧: ମଙ୍ଗଳବାର ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଜଣେ ଖ୍ରୀଷ୍ଟିଆନ ସେନା ଅଧିକାରୀଙ୍କ ଦ୍ୱାରା ଦାୟର ଏକ ଆବେଦନର ଶୁଣାଣି କରିଥିଲେ। ଗୁରୁଦ୍ୱାରରେ ପ୍ରାର୍ଥନାରେ ଯୋଗ ଦେବାକୁ...

ହ୍ୟୁମାନଙ୍କ ମୃତ୍ୟୁ ପଛରେ ଷଡ଼ଯନ୍ତ୍ର…

ଭୁବନେଶ୍ୱର,୨୪।୧୧: ହ୍ୟୁମାନ ମୃତ୍ୟୁକୁ ନେଇ ତେଜୁଛି ଅସନ୍ତୋଷ। ଗୃହ ବିଭାଗର ଦ୍ୱାରସ୍ଥ ହେଲା ଓଡ଼ିଶା ସିଭିଲ ସୋସାଇଟି। ନିରପେକ୍ଷ ତଦନ୍ତ ସହ ମୃତ୍ୟୁ ରହସ୍ୟ ଉନ୍ମୋଚନ...

ଧର୍ମେନ୍ଦ୍ର ଚାହୁଁ ନ ଥିଲେ ହେମାମାଳିନୀ ରାଜନୀତି କରନ୍ତୁ….

ବଲିଉଡ ଭେଟେରାନ ଅଭିନେତା ଧର୍ମେନ୍ଦ୍ରଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ଆଉ କେଇଟା ଦିନ ପରେ ଡିସେମ୍ବର ୮ରେ ସେ ତାଙ୍କର ଜନ୍ମଦିନ ପାଳନ...

ନିର୍ବାଚନ ଫଳାଫଳ ପୂର୍ବରୁ ଲାଗିଲା ନୀତୀଶଙ୍କ ପୋଷ୍ଟର, ସମର୍ଥକ କହିଲେ ଟାଇଗର…

ପାଟନା,୧୩।୧୧: ବିହାରର ୨୪୩ ବିଧାନସଭା ଆସନର ଫଳାଫଳ ଘୋଷଣା ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଥିବା ବେଳେ, ଅନେକ ଏକଜିଟ ପୋଲ ପ୍ରକାଶିତ...

ଚୋରି କରୁଥିଲେ ବାଇକ୍‌, ଧରିଲେ ଗାଁ ଲୋକେ

ମୋହନା,୫।୧୧(ମନ୍ମଥ ମିଶ୍ର)ଗାଁରେ ପଶି ବାଇକ୍‌ ଚୋରି କରୁଥିଲେ, ଉଠିପଡିଲେ ଧରିଲେ ଗାଁ ଲୋକେ। ତିନି ଜଣ ଚୋରଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି। ଏଭଳି ଘଟଣା...

ବିଭିନ୍ନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇବେ କନ୍ଧମାଳ ସୁରକ୍ଷା ଅଭିଯାନ

ଦାରିଙ୍ଗବାଡି, ୩୦।୧୦ (ଅରୁଣ ସାହୁ): କନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ୧୨ଦଫା ଦାବି ନେଇ ଶୁକ୍ରବାର କନ୍ଧମାଳ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବାପାଇଁ ନିଷ୍ପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri