ବିବାହ ଭୋଜିରେ ହଜାରେ ଲୋକଙ୍କୁ ଦେଇଥିଲେ ଆମନ୍ତ୍ରଣ

ହିଞ୍ଜିଳିକାଟୁ,୨୧ା୫: କୋଭିଡ଼ କଟକଣାକୁ ଅବମାନନା କରି ଶୁକ୍ରବାର ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋଦରାପଲୀ ଗ୍ରାମରେ ଶୁକ୍ରବାର ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ପାଇଁ ବିବାହ ଭୋଜିର ଆୟୋଜନ ହେଉଥିଲା। ଖବର ପାଇ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ବିବାହ ଭୋଜି ବନ୍ଦ କରିବା ସହ କର୍ତ୍ତାଙ୍କଠାରୁ ୧୮ ହଜାର ଟଙ୍କା ଜରିମାନା ଆଦାୟ କରିଥିଲେ। ସେହିପରି ସ୍ଥାନୀୟ ଘୋଢେଇଶୁଣୀ ମନ୍ଦିରରେ ଆୟୋଜିତ ବିବାହ ଭୋଜିକୁ ପ୍ରଶାସନ ବନ୍ଦ କରିବା ସହ ଆୟୋଜକଙ୍କଠାରୁ ୩ ହଜାର ଟଙ୍କା ଜରିମାନା ଆଦାୟ କରିଛି। ଭୋଜିରେ ରୋଷେଇ କରାଯାଇଥିବା ଖାଦ୍ୟକୁ ଅଞ୍ଚଳର ଗରିବ ଲୋକଙ୍କୁ ବଣ୍ଟନ କରାଯାଇଥିଲା। ଏଥିସହ ହିଞ୍ଜିଳି ଶ୍ୟାମଳାଇ ଛକରେ ଖୋଲାଥିବା ଜଳଖିଆ ଦୋକାନ ଓ ଏକ ଚାହାକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଚଢ଼ାଉରେ ହିଞ୍ଜିଳିକାଟୁ ବିଡିଓ ସୁବ୍ରତ କୁମାର ଜେନା, ମ୍ୟୁନିସପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ ମନୋରଞ୍ଜନ ସାହୁ, ଆଇଆଇସି ଅଭିମନ୍ୟୁ ଦାସ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri