Posted inଫୁରସତ

ଗଣ୍ଡା ପଛରୁ ଆସି ସିଂହ କଲା ଏମିତି, ଡରିଯାଇ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ଗଣ୍ଡାକୁ ଦେଖିବାକୁ ମିଳୁଛି। ଗଣ୍ଡାଟି ଜଙ୍ଗଲରେ ବୁଲି ଘାସ ଖାଉ ଥିବା ବେଳେ ପଛରୁ ସିଂହ ଯାଇ ତାହା ସହ ଲାଗୁଛି। ଏଥିରେ ଗଣ୍ଡା ଡରିଯାଇ ପଛକୁ ବୁଲି ପଡ଼ିଲା ବେଳକୁ ସିଂହ ଚାଲି ଯାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏପରି ହୋଟେଲ ଖୋଲା ଆକାଶ ଯାହାର ଛାତ, ନାହିଁ କୋଠରୀ; ତଥାପି ରହିବା ଲାଗି ପର୍ଯ୍ୟଟକଙ୍କ ଗହଳି

ହୋଟେଲ ବିଷୟରେ କଥା ହେବା ସମୟରେ ବିଳାସମୟ କୋଠା, ସୁଇମିଂପୁଲ, ପ୍ରାକୃତିକ ସୌନ୍ଦର୍ଯ୍ୟଭରା ବାତାବରଣ, ସୁସ୍ବାଦୁ ଖାଦ୍ୟ ଭଳି ଅନେକ କଥା ମନକୁ ଆସିଥାଏ। ହେଲେ...

ଗବେଷଣା ସମୟରେ ଏହି ବୈଜ୍ଞାନିକମାନଙ୍କର ଘଟିଥିଲା ମୃତ୍ୟୁ

କୌଣସି ନୂଆ ଜିନିଷ ଉଦ୍ଭାବନ କରିବା ସହଜ କଥା କିମ୍ବା କାମ ନୁହେଁ। କିଛି ନୂଆ ଆବିଷ୍କାର ପାଇଁ ବୈଜ୍ଞାନିକମାନଙ୍କୁ ଶହ ଶହ ବର୍ଷ ମଧ୍ୟ...

ହୋଲିରେ ଜ୍ୱାଇଁଙ୍କୁ ଗଧ ପିଠିରେ ବସାଇ ବୁଲାନ୍ତି ଏହି ଗାଁର ଲୋକେ, କାରଣ ଜାଣିଲେ…

ଭାରତରେ ରଙ୍ଗର ପର୍ବ ହୋଲିକୁ ବେଶ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ। ଚଳିତ ବର୍ଷ ମାର୍ଚ୍ଚ ୧୮ରେ ଏହି ପର୍ବ ପଡ଼ୁଛି। ଏହାକୁ ଦିନ କେଇଟା ଥିବା...

କରୋନା ଠାରୁ ଦୂରେଇ ରଖିବ କୋଭିଡ୍‌ ଛତା

କରୋନା ସଂକ୍ରମଣଠାରୁ ରକ୍ଷା ପାଇଁ ସାମାଜିକ ଦୂରତ୍ୱ ନିମନ୍ତେ ଲୋକେ ଅନେକ ପ୍ରକାରର ଶୈଳୀ ଆପଣାଉଛନ୍ତି। ଏପରିକି ଲୋକେ ପରିବାକୁ ସାବୁନରେ ଧୋଇବାକୁ ମଧ୍ୟ ପଛାଉ...

୧୦୦ ବର୍ଷ ପରେ ଫେରିଲେ ଆମେରିକୀୟ ନେଉଳ

ନୂଆଦିଲ୍ଲୀ: ପ୍ରାୟ ୧୦୦ ବର୍ଷ ପରେ ପୁଣି ଫେରିଛନ୍ତି ଓ୍ବଲ୍‌ଭରିନ୍‌ସ୍‌(ଆମେରିକୀୟ ନେଉଳ)। ଆମେରିକାର ଓ୍ବାଶିଂଟନସ୍ଥିତ ମାଉଣ୍ଟ ରେନିଅର ନ୍ୟାଶନାଲ ପାର୍କରେ ଏମାନଙ୍କ ସନ୍ଧାନ ମିଳିଛି। ଏ...

ଖୁଣ୍ଟରେ ଚଢି ବିଦ୍ୟୁତ୍‌ ତାର ସଜାଡୁଛନ୍ତି ମହିଳା, ଲୋକଙ୍କ ସମାଲୋଚନାର ଶିକାର

କୌଣସି ମହିଳାଙ୍କୁ କେବେ ଖୁଣ୍ଟରେ ଚଢି ବିଦ୍ୟୁତ୍‌ ତାର ସଜାଡୁଥିବା ଦେଖିଛନ୍ତି କି? ହୁଏତ ଦେଖି ନ ଥିବେ। ମହାରାଷ୍ଟ୍ରରେ ଜଣେ ମହିଳା ଏଭଳି କାମ...

ପୃଥିବୀ ମୁହାଁ ୬୦ ବର୍ଷ ତଳେ ନିଖୋଜ ହୋଇଥିବା ରକେଟ

ଓ୍ବାଶିଂଟନ, ୨୬।୯: ଗତ ୬୦ ବର୍ଷ ତଳେ ୧୯୬୦ରେ ମହାକାଶରେ ନିଖୋଜ ହୋଇଯାଇଥିବା ଏକ ରକେଟ ଏବେ ପୃଥିବୀ ମୁହାଁ ହୋଇଛି। ଏନେଇ ନାସା ପକ୍ଷରୁ...

ଅଜବ ଗାଁ : ଘର ରଙ୍ଗ କରାଯାଏନି କି ବିବାହ ଉତ୍ସବରେ ସାଜସଜା ହୁଏନି

ରଙ୍ଗ ହେଉ କି ସାଜସଜା ପ୍ରାୟ ସମସ୍ତଙ୍କୁ ଆକର୍ଷଣ କରିଥାଏ। ଏଥିପାଇଁ ଲୋକେ କେତେ ଟଙ୍କା ଖର୍ଚ୍ଚ ମଧ୍ୟ କରିଥାନ୍ତି। ବିଶେଷକରି ଘର ତିଆରି କରିବା...

Advertisement
Archives

Model This Week