କାଉଡ଼ିଆଙ୍କୁ ଅଟକାଇ ପାଦ ଧୋଇଦେଉଛନ୍ତି ମନ୍ତ୍ରୀ: ଯିଏ ଦେଖୁଛି, ସେ କହୁଛି

ଭୁବନେଶ୍ୱର,୨୯।୭: ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରତି ବର୍ଷ କାଉଡ଼ିଆଙ୍କ ସେବା କରୁଥିବା ଦେଖିବାକୁ ମିଳିଥାଏ। ଶ୍ରାବଣ ଆସିଲେ ପ୍ରତି ବର୍ଷ କାଉଡିଆ ପାଣିଭାର ନେଇ ଯାଆନ୍ତି ଓ ମନ୍ତ୍ରୀ ସୂର୍ଯ୍ୟବଂଶୀ ସେମାନଙ୍କ ପାଦସେବା କରନ୍ତି। ସବୁ ବର୍ଷ ପରି ସେ ଏ ବର୍ଷ ମଧ୍ୟ ସେମାନଙ୍କ ଗୋଡ଼ଧୋଇ ସେବା କରୁଥିବା ଦେଖିବାକୁ ମିଳିଛି। ଭଦ୍ରକ କୋଠାର ଛକ ନିକଟରେ ସେ କାଉଡ଼ିଆଙ୍କୁ ଅଟକାଇ ତାଙ୍କ ପାଦ ଧୋଇଦେଇଛନ୍ତି। ଭଦ୍ରକ ଆଖଣ୍ଡଳମଣୀ ଅଭିମୁଖେ ଆସିଥିବା କାଉଡିଆ ମାନଙ୍କର ପାଦ ଧୋଇଦେବା ସହିତ ସେମାନଙ୍କ ସେବା କରିଛନ୍ତି । ତାଙ୍କର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri