ଦୁଇ ଭାଇଙ୍କ ଝଗଡ଼ା ସମାଧାନ କରିବାକୁ ଚାହିଁଥିଲେ ମା’: ହେଲେ ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ଜୀବନ

କେନ୍ଦୁଝର,୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ କୁଣ୍ଢେଇ ଗ୍ରାମରେ ଗୁରୁବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ମା’ଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ଗୁରେଇ ଯୁଆଙ୍ଗ । ଖବରପାଇ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନା ପଠାଇବା ସହ ତଦନ୍ତ ଚଳାଇଛି। ସାମାନ୍ୟ ଘଟଣାକୁ ନେଇ ଗୁେଇଙ୍କ ପୁଅ ନିର ଓ ପ୍ରଦୀପଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗୁରେଇ ହସ୍ତକ୍ଷେପ କରି ସେମାନଙ୍କ ବିବାଦକୁ ସମାଧାନ କରିବାକୁ ଚେଷ୍ଟା କରିଥିଲେ। ହଠାତ୍‌ ପ୍ରଦୀପ ରାଗିଯାଇ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri