Posted inଫୁରସତ

ଗୀତ ଶୁଣି ନାଚନ୍ତି ମୂଷା

ଟୋକ୍‌ୟୋ: ସଙ୍ଗୀତ ଜୀବନକୁ ମଧୁର କରିବା ସହିତ ଲୋକଙ୍କ ଜୀବନରେ ସଙ୍ଗୀତର ମୂଲ୍ୟ ଅନେକ। କେତେଜଣ ସଙ୍ଗୀତ ଶୁଣିବା କ୍ଷଣି ଆରମ୍ଭ କରିଥାଏ। ତେବେ ମଣିଷଙ୍କ ବ୍ୟତୀତ ମୂଷାମାନେ ମଧ୍ୟ ସଙ୍ଗୀତ ପ୍ରତି ଆକର୍ଷିତ ହୁଅନ୍ତି ବୋଲି ଏକ ରିପୋର୍ଟ ଜଣାପଡିଛି। ଟୋକିୟା ୟୁନିଭର୍ସିଟିର ରିସର୍ଚ୍ଚରୁ ଏପରି ପରି ତଥ୍ୟ ମିଳିଛି। ସେମାନେ ଏଥିପାଇଁ ୧୦ଟି ମୂଷାକୁ ନେଇ ପରୀକ୍ଷା କରିଥିଲେ। ୧୦ ମୂଷାକୁ ଅଲଗା ଅଲଗା ଟେମ୍ପୋ ରଖି ଆମେରିକାର ଜଣେ ସଙ୍ଗୀତ ବଜାଳି ୫ ଟି ଗୀତ ବଜାଇଥିଲେ। ସେଥିରେ ମୂଷାମାନେ ପ୍ରତି ୧ ମିନିଟ୍‌ରେ ୧୨୦ରୁ ୧୪୦ ଥର ମୁଣ୍ଡ ହଲାଇବା ସହ କିଛି ତାଙ୍କ ଗତିବିଧି ଜଣାପଡିଥିଲା। ସାଇନ୍ସ ଆଡ୍‌ଭାନ୍ସସେସ୍‌ ନାମକ ଏକ ପତ୍ରିକାରେ ପ୍ରକାଶିତ ତଥ୍ୟ ଅନୁସାରେ, ରିସର୍ଚ୍ଚ ସମୟରେ ମୂଷାଙ୍କ ଗତିବିଧି ମାପିବା ପାଇଁ ତାଙ୍କ ମୁଣ୍ଡରେ ଏସିଲିରୋମିଟର ବ୍ୟବହାର କରାଯାଇଥିଲା। ୟୁନିଭର୍ସିଟିର ପ୍ରଫେସର ହିରୋକାଜୁ ତାକାହାସି କହିଛନ୍ତି, ମଣିଷଙ୍କ ଭଳି ମୂଷାମାନେ ମଧ୍ୟ ଗୀତର ଧୁନରେ ଆକର୍ଷିତ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri