୧୫ ପ୍ଲଟ୍‌, କାଜୁ ପ୍ରୋସେସିଂ ୟୁନିଟ୍‌ ସହ ରହିଛି ଲକ୍ଷଲକ୍ଷ ଟଙ୍କାର ସମ୍ପତ୍ତି

କୋରାପୁଟ/କୋଟପାଡ଼,୧୩ା୨(ଅମିତାଭ ବେହେରା/କେ.ରାଜଶେଖର ରାଓ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ପକ୍ଷରୁ କୋଟପାଡ଼ ବ୍ଲକ୍‌ ବତାସନା ପଞ୍ଚାୟତ ଆକାଉଣ୍ଟାଣ୍ଟ ତଥା ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ପାର୍ଥସାରଥି ବିଷୋୟୀଙ୍କ ଚମ୍ପିଆସ୍ଥିତ ବାସଭବନ ସହ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ବର୍ତ୍ତମାନ ସୁଦ୍ଧା ପାର୍ଥଙ୍କ ୩ଟି ବିଲ୍‌ଡିଂ, କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ୧୫ଟି ପ୍ଲଟ୍‌, ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା, ୨୮୫ ଗ୍ରାମ ସୁନା, ୭୦୩ ଗ୍ରାମ ରୁପା,୨ଟି କଂକ୍ରିଟ୍‌ ମିକ୍ସଚର ମେଶିନ ଓ ୮୫୦୦ବର୍ଗଫୁଟର କାଜୁ ପ୍ରୋସେସିଂ ୟୁନିଟ୍‌ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଗୁରୁବାର ସକାଳେ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ର ବତାସନା ପଞ୍ଚାୟତର ଅତିରିକ୍ତ ଡାଟା ଏଣ୍ଟ୍ରି ଅପରେଟର ପାର୍ଥସାରଥିଙ୍କ ପୈତୃକ ଘରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା। ପାର୍ଥଙ୍କ କୋରାପୁଟ ଚମ୍ପିଆ ବାସଭବନ, ଭାଇଙ୍କ ଘର, ସମ୍ପର୍କୀୟ ଘର, ଚମ୍ପିଆସ୍ଥିତ ସାଇକ୍ରିଷ୍ଣା ଏଣ୍ଟରପ୍ରାଇଜେସ୍‌, ବୋରିଗୁମ୍ମାସ୍ଥିତ ୩ ମହଲା କୋଠା ଓ ବତାସନାସ୍ଥିତ ଅଫିସ ଆଦି ସ୍ଥାନରେ ଚଢ଼ାଉହୋଇଥିଲା। ଭିଜିଲାନ୍ସ ଟିମ୍‌ରେ ୨ଜଣ ଅତିରିକ୍ତ ଏସ୍‌ପି, ୪ ଡିଏସ୍‌ପି, ୬ଇନ୍ସପେକ୍ଟର ଓ ୬ ଏଏସ୍‌ଆଇ ସାମିଲ ରହିଥିଲେ। ଅଧିକ ଖୋଳତାଡ଼ ପାଇଁ ପାର୍ଥଙ୍କୁ ଜୟପୁର ଭିଜିଲାନ୍ସ ଅଫିସକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri