ସକାଳେ ବିଜେଡିରୁ ଇସ୍ତଫା ଦେଉଦେଉ ମଧ୍ୟାହ୍ନରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨।୧୨: ସକାଳେ ବିଜେଡିରୁ ଇସ୍ତଫା ଦେଉଦେଉ ମଧ୍ୟାହ୍ନରେ ମିଶିଗଲେ ଭାଜପାରେ । ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ବଡ଼ମ୍ବା ବିଧାୟକଙ୍କ ନେତୃତ୍ୱରେ ଭାଜପାରେ ସାମିଲ ହୋଇଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପା ପାର୍ଟି ଅଫିସରରେ ସାମିଲ ହୋଇଥିବା ସୂଚନା ମିଳିଛି। ଆଜି ସକାଳେ ସେ ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ।

ସେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି।

ଏଥିରେ ସେ ଲେଖିଛନ୍ତି, ଗତ ବହୁ ବର୍ଷ ଧରି ଜଣେ ସଭ୍ୟ ଭାବରେ ମୋ’ ଅଞ୍ଚଳର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଅଛନ୍ତି। ଦଳ ଦେଇଥିବା ସମସ୍ତ ଦାୟିତ୍ୱ ଅତ୍ୟନ୍ତ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତାର ସହିତ ତୁଲାଇଛି। ବିଭିନ୍ନ ରାଜନୈତିକ ଏବଂ ସାଂଗଠନିକ କାର୍ଯ୍ୟ ବୃଦ୍ଧି କରିବାରେ ଦଳରେ ମୋ’ ସେବାର ଆବଶ୍ୟକତା ନ ଥିବା ଉପଲବ୍ଧି କଲି। ଯେଉଁଥିପାଇଁ ମୁଁ ଦଳ ଛାଡୁଛି। ତେଣୁ ଆଗକୁ ବଢ଼ିବା ପାଇଁ ସ୍ଥିର କଲି। ଲୋକଙ୍କର ସେବା ଏବଂ ମୋ ଅଞ୍ଚଳର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି। ମୋର ଇସ୍ତଫାପତ୍ରକୁ ଦଳ ଗ୍ରହଣ କରିନେବାକୁ ଅନୁରୋଧ କରୁଛି ବୋଲି ସେ ଲେଖିଛନ୍ତି।

ଜଣେ ବ୍ଲକ ଅଧ୍ୟକ୍ଷ ହୋଇ ଦଳ ଛାଡ଼ିବା ବିଜେଡି ପାଇଁ ଏକ ଝଟ୍‌କା। ଏହା ପରେ ଆଉ କିଛି ନେତା ମଧ୍ୟ ଦଳ ଛାଡ଼ିବେ ବୋଲି ରାଜନୈତିକ ମହଲରେ ଖୁବ୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri