ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ

ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ ଜଳିଯାଇଛି ।
ସୂଚନାନୁସାରେ, କିଶୋର ମାଝି, ସର୍ବେଶ୍ବର ମାଝି ଓ ବିଶ୍ବମ୍ବର ମାଝିଙ୍କ ପରିବାର ଲୋକେ ଶୋଇଥିବା ବେଳେ ଘରେ ନିଆଁ ଲାଗିଯାଇଥିଲା । ପଡ଼ୋଶୀ ଡାକିବାରୁ ସମସ୍ତେ ଘରୁ ବାହାରକୁ ଆସିଥିଲେ। ପରେ ଧାମନଗର ଅଗ୍ନିଶମ କାର୍ଯ୍ୟାଳୟ ସହ ଯୋଗାଯୋଗ କରାଯାଇଥିଲେ ବି ଦମକଳବାହିନୀ ପହଞ୍ଚି ପାରି ନ ଥିଲେ। ଗ୍ରାମବାସୀଙ୍କ ସହଯୋଗରେ ନିଆଁକୁ ଆୟତ୍ତ କରାଯାଇଥିଲା । ହେଲେ ଘରର ଧାନ, ଚାଉଳ, ଜମିଜମା ସଂକ୍ରାନ୍ତିୟ କାଗଜପତ୍ର ଓ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଥିଲା । ବିଦ୍ୟୁତ ସର୍ଟଶର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଘଟଣାସ୍ଥଳରେ ଓଳଗ ସରପଞ୍ଚଙ୍କ ପ୍ରତିନିଧି ପ୍ରଫୁଲ୍ଲ ସେଠୀ ପହଞ୍ଚି ଘରପୋଡି ସହାୟତା କରିଛନ୍ତ । ଆରଡ଼ି ରାଜସ୍ବ ନିରିକ୍ଷକ କାର୍ଯ୍ୟାଳୟ କର୍ମଚାରୀ ପହଞ୍ଚି ଘରପୋଡି ତଦନ୍ତ ରିପୋର୍ଟ ପ୍ରସ୍ତୁତି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପରେ ହିଂସା

ବାଲେଶ୍ୱର ଅଫିସ,୧୯।୨ ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ପାଉଂଶକୁଲି ବଜାରରେ ନିର୍ବାଚନ ପରେ ରାଜନୈତିକ ହିଂସାକାଣ୍ଡ ଦେଖିବାକୁ ମିଳିଛି । ଗତକାଲି ବସ୍ତା ବ୍ଲକରେ...

ଥରୁଛି କନ୍ଧମାଳ, ଫୁଲବାଣୀରେ ୬ ଡିଗ୍ରୀ

ଫୁଲବାଣୀ ଅଫିସ,୫।୨: କିଛି ଦିନର ବ୍ୟବଧାନ ପରେ ପୁଣି କନ୍ଧମାଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଜିଲାର ଫୁଲବାଣୀରେ ରବିବାର ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀରେ...

କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ...

ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳାଦେଶ ଯାତ୍ରା ଆରମ୍ଭ

ରସୁଲପୁର,୧୫।୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳର ଐତିହାସିକ ସିଂହାପୁର ଯାତ୍ରା ଅବସରରେ ପ୍ରଭୁ ନାରାୟଣ ଗୋସାଇଁଙ୍କ ୩ ଦିନିଆ ସ୍ଥଳାଦେଶ ଯାତ୍ରା ମହାବିଷୁବ ସଂକ୍ରାନ୍ତି ତିଥି ଶୁକ୍ରବାରଠାରୁ ଆରମ୍ଭ...

କିସ୍ତି ଶୁଝିବା ଚିନ୍ତାରେ ଋଣଗ୍ରହୀତା

ପୁରୀ ଅଫିସ,୧ା୬: କିସ୍ତି ଟଙ୍କା ଦେବା ପାଇଁ ଋଣ ଗ୍ରହୀତାମାନେ ଚାପରେ ପଡ଼ି ନୟାନ୍ତ ହେଲେଣି। ଋଣ ଆଦାୟ ପାଇଁ କ୍ଷୁଦ୍ର ଅର୍ଥଲଗାଣକାରୀ ସଂସ୍ଥା ଓ...

୯ବର୍ଷର ପୁତୁରାଙ୍କୁ ଚେଙ୍କ

କଟକ ଅଫିସ, ୯।୧୦: ମା’ଙ୍କ ଅକାଳ ବିୟୋଗ ପରେ ବାପା ୨ୟ ବିବାହ କଲେ। ହେଲେ ସେମାନଙ୍କଠାରୁ ଠିକ୍‌ରେ ଯତ୍ନ ନ ପାଇବାରୁ ଦାଦାଖୁଡ଼ୀଙ୍କୁ ଭରସା...

ରାସ୍ତା ଝାଡ଼ୁ କଲେ ବିଚାରପତି

ପୁରୁଷୋତ୍ତମପୁର,୨୩।୧(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଶନିବାର ‘କ୍ଳିନ ଆଣ୍ଡ ଗ୍ରୀନ୍‌ ପ୍ରୋଜେକ୍ଟ“ଆରମ୍ଭ ହୋଇଛି।...

୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି।...

Advertisement
Archives

Model This Week