ବ୍ୟାକଗ୍ରାଉଣ୍ଡ ଡ୍ୟାନ୍ସରରୁ କ୍ୟାରିଅର୍‌ ଆରମ୍ଭ କରିଥିଲେ, ଆଉ ଏବେର ପାରିଶ୍ରମିକ…

ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ଅଭିନୟରେ ସମସ୍ତଙ୍କୁ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି। ତାଙ୍କ ଫିଟ୍‌ନେସ ଠାରୁ ଆରମ୍ଭ କରି ବିଳାସପୂର୍ଣ୍ଣ ଜୀବନ ପର୍ଯ୍ୟନ୍ତ, କାଜଲ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । କାଜଲ ଗୋଟିଏ ବର୍ଷରେ ୧୪ରୁ ୧୫ କୋଟି ଟଙ୍କା କମାନ୍ତି। ତାଙ୍କ ଚଳଚ୍ଚିତ୍ର କ୍ୟାରିୟର ଆରମ୍ଭ ପୂର୍ବରୁ କାଜଲ ଅନେକ ବିଜ୍ଞାପନରେ ମଧ୍ୟ ଅଭିନୟ କରିଥିଲେ। କାଜଲ ବ୍ୟାକଗ୍ରାଉଣ୍ଡ ଡ୍ୟାନ୍ସର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ । କୁହାଯାଉଛି ଯେ ସେ ଫିଲ୍ମ ‘କୁଁ୍ୟ ହୋ ଗୟା ନା’ରେ ବ୍ୟାକଗ୍ରାଉଣ୍ଡ ଡ୍ୟାନ୍ସର ଭାବରେ ଅଭିନୟ କରିଥିଲେ। କାଜଲ ଏହା ଆନେକ ସମୟରେ କହନ୍ତି ଯେ, ସେ ହିନ୍ଦୀ ଚଳଚ୍ଚିତ୍ର ଜାରି ରଖିବେ କିନ୍ତୁ ତାମିଲ ଏବଂ ତେଲୁଗୁ ଚଳଚ୍ଚିତ୍ରରେ କାମ କରିବା ବନ୍ଦ କରିବେ ନାହିଁ, କାରଣ ଏହିଠାରୁ ହିଁ ତାଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri