‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୪(ବ୍ୟୁରୋ): ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦକର ଛାଡ କରିଛନ୍ତି। ଏନେଇ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି।
ସୂଚନାଯୋଗ୍ୟ, ସହରାଞ୍ଚଳର ଦୈନନ୍ଦିନ ଜୀବନରେ ଡେଲିଭରି ବୟମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଛି। ଚଳଚ୍ଚିତ୍ରଟି ଡେଲିଭରୀ ବୟମାନଙ୍କ ଜୀବନ ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri