ଦାମ୍ପତ୍ୟ ଜୀବନ ସୁଖମୟ ହେଉ ବୋଲି ସମସ୍ତଙ୍କର ଇଚ୍ଛା ଥାଏ। କିନ୍ତୁ ଏ ସୌଭାଗ୍ୟ ସମସ୍ତଙ୍କୁ ମିଳେନା। ତେବେ ବାସ୍ତୁଶାସ୍ତ୍ରରେ ଏମିତି କିଛି ନିୟମ ରହିଛି; ଯାହାକୁ ମାନିଲେ ସମ୍ପର୍କରେ ନିବିଡ଼ତା ଆସିବା ସହ ଦାମ୍ପତ୍ୟ ଜୀବନରେ ସୁଖ ଭରି ଯାଇଥାଏ। ଯେମିତିିକି: ପତ୍ନୀପତିଙ୍କର ବେଡ୍ରୁମ୍ ଉତ୍ତର-ପଶ୍ଚିମ ଦିଗରେ ରହିଲେ ଦାମ୍ପତ୍ୟ ଜୀବନ ସୁଖମୟ ହୁଏ। ସେମାନଙ୍କ ବେଡ୍ରୁମ୍ର କାନ୍ଥରେ ହାଲ୍କା ରଙ୍ଗର ପ୍ରୟୋଗ କରିବା ବି ଅନେକ ଶୁଭଫଳ ଦେଇଥାଏ। ସେହିପରି ପତ୍ନୀଙ୍କୁ ବେଡ୍ର ବାମ ପଟେ ଏବଂ ପତିଙ୍କୁ ବେଡ୍ର ଡାହାଣ ପଟେ ଶୋଇବା ଦରକାର। ଏହାଦ୍ୱାରା ସମ୍ପର୍କରେ ଭଲ ପାଇବା ବଢିଥାଏ। ପତ୍ନୀପତି ଚାହିଁଲେ ବେଡ୍ରୁମ୍ରେ ଯୋଡ଼ା ହଂସର ଫଟୋ କିମ୍ବା ଚିତ୍ରକୁ ମଧ୍ୟ ଲଗାଇପାରିବେ। କୁହାଯାଏ, ଏହାଦ୍ୱାରା ଘରେ ସକାରାତ୍ମକ ଉର୍ଜ୍ଜା ବଢିବା ସହ ସମ୍ପର୍କ ଦୃଢ ହୁଏ। ଅନ୍ୟପକ୍ଷେ, ଦମ୍ପତିଙ୍କୁ ସର୍ବଦା ଦକ୍ଷିଣ ଦିଗକୁ ମୁଣ୍ଡ ଏବଂ ଉତ୍ତର ଦିଗକୁ ଗୋଡ଼ କରି ଶୋଇବା ଦରକାର। କାରଣ ଏହାଦ୍ୱାରା ଶରୀର ଭଲ ରହିବା ସହ ସମ୍ପର୍କ ନିବିଡ଼ ହୋଇଥାଏ ବୋଲି ବିଶ୍ୱାସ ରହିଛି। ଆଉ ସବୁଠୁ ବଡ଼ କଥା ହେଉଛି ସୁଖୀ ଦାମ୍ପତ୍ୟ ପାଇଁ ପତ୍ନୀପତିଙ୍କ ଭିତରେ ବିଶ୍ୱାସ ଓ ଉତ୍ତମ ବୁଝାମଣା ରହିବା ନିତ୍ୟାନ୍ତ ଆବଶ୍ୟକ।
Posted inଜୀବନଚର୍ଯ୍ୟା View All
ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….
ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…
ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ
ଶରୀର ପାଇଁ ବେଶ୍ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…
ଫଳପ୍ରଦ ଆଣ୍ଟିବାୟୋଟିକ୍ ପଦାର୍ଥର ବିକାଶ
ବ୍ୟାକ୍ଟେରିଓଫେଜ୍ ଭାଇରସ୍ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…
ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି
ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…
ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ
୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…
ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି
ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…
“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ
ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…
ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ
ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…
Archives

