ଦିବ୍ୟାଙ୍ଗ ପୁଅକୁ କାଠଫାଳିଆରେ ମାରୁଥିଲେ, ବାପା ବଞ୍ଚେଇବାକୁ ଯାଇ…

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁର ପ୍ରକାଶ ଗୌଡ଼(୬୫) ନାମକ ଜଣେ ବୃଦ୍ଧଙ୍କୁ ଗାଁର କୋଠଘର ନିକଟରେ ଶୁକ୍ରବାର ସାରେ ମରଣାନ୍ତକ ଆକ୍ରମଣ କରାଯାଇଛି।
ପ୍ରକାଶଙ୍କ ଦିବ୍ୟାଙ୍ଗ ପୁଅ ସୀମାଞ୍ଚଳ ଗୌଡ଼ଙ୍କୁ ଗ୍ରାମର ସତ୍ୟବାଦୀ ଗୌଡ଼ ଓରଫ ଭାଲୁ ଏକ କାଠଫାଳିଆରେ ମାଡ଼ ମାରୁଥିଲେ। ବାପା ପ୍ରକାଶ ଛଡ଼ାଇବାକୁ ଯିବାରୁ ସତ୍ୟବାଦୀ ଉତ୍ତେଜିତ ହୋଇ ତାଙ୍କୁ ମୁଣ୍ଡକୁ କାଠଖଣ୍ଡରେ ମାଡ଼ ମାରିଥିଲେ। ତାଙ୍କୁ ପରିବାର ଲୋକେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri