ମୋରଡା,୧୦।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ବର୍ତ୍ତନା ଗ୍ରାମରେ ଥିବା ବିଦ୍ୟାଳୟରୁ ଚୋରି କରୁଥିବା ସମୟରେ ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ପଡ଼ିଛନ୍ତି। ସେମାନେ ତାଙ୍କୁ ମାଡ଼ ମାରିଥିଲେ। ସୂଚନା ଅନୁଯାୟୀ, ଯୁବକ ଜଣକ ଉକ୍ତ ବିଦ୍ୟାଳୟରୁ ପାଣି ମୋଟର ପମ୍ପ ଚୋରି କରୁଥିଲେ। ଗ୍ରାମବାସୀ ତାଙ୍କୁ କାବୁ କରିବା ପରେ ବଡାମପୁର ଫାଣ୍ଡି ଏବଂ ରାସଗୋବିନ୍ଦପୁର ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଯୁବକଙ୍କୁ ଉଦ୍ଧାର କରିଥିଲା। ଯୁବକ ଜଣକ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ରାଣାମୁଣ୍ଡୁଳି ଅଞ୍ଚଳର ବୋ
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…
ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…
ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ
ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…
ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…
ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…
ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…
ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…
ବ୍ରିଜ୍ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍, ଭିତରେ ଥିଲେ ଡ୍ରାଇଭର-ହେଲ୍ପର
ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍ ସମୟରେ ଏକ…
ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ
ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…
ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…
ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍ ପରୀକ୍ଷା…
Archives

