ଚାଷ ଜମିରେ ଥିବା ବେଳେ ବାଜିଲା ଗୁଳି

ଭଞ୍ଜନଗର,୨୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା କୁଟୁଣୁକୁମ୍ପା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିରେ ଥିବା ବେଳେ ଜଣଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ ଶିବରାମ ନାୟକ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଦେହରେ ୨ ଟି ଗୁଳି ବାଜିଛି। ତେବେ ଗୁଳିମାଡ଼ର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବାର୍‌ହା ଶିକାର ସମୟରେ ଗୁଳି ବାଜିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ସହରର ସବୁ ରାସ୍ତା ସିଲ୍‌: ସମସ୍ତ ଥାନାଧିକାରୀଙ୍କ ଫୋନ୍‌ ନମ୍ବର ଜାରି

ଖୋର୍ଦ୍ଧା ଅଫିସ, ୨୯ା୩: ରାଜ୍ୟରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୋଲିସ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଖୋର୍ଦ୍ଧା ସହରର ୩ ପ୍ରମୁଖ...

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ବିରୋଧ: କମାପାଲିଠାରେ ଏଆଇଡିଏସ୍‌ଓର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୩।୮- ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା କରାଯାଇଛି। ଏହାକୁ ଏଆଇଡିଏସ୍‌ଓ ତରଫରୁ ବିରୋଧ କରାଯାଇଛି।...

ସୁଇସାଇଡ୍‌ ନୋଟ୍‌ ଲେଖି ଦୁଇ ଛାତ୍ରୀ ନିଖୋଜ

ରାୟଗଡ଼ା ଅଫିସ,୬।୨: ରାୟଗଡ଼ା ସହରର ନିଉ କଲୋନୀସ୍ଥିତ ଏକ ସ୍କୁଲରେ ପଢୁଥିବା ଦୁଇ ଛାତ୍ରୀ ଗୁରୁବାର ଭୋର୍‌ରୁ କେଉଁଆଡ଼େ ନିଖୋଜ ହୋଇଯାଇଛନ୍ତି। ଅଭିଭାବକଙ୍କୁ ରୁମ୍‌ରେ ତାଲା...

ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ

ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା...

ସନ୍ଦିହାନ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ଅନୁଗୋଳ ଅଫିସ, ୭।୭ – ବାଘ ବଂଶ ବୃଦ୍ଧି ପାଇଁ ଅନୁଗୋଳ ଜିଲା ସାତକୋଶିଆରେ ଆରମ୍ଭ ହୋଇଥିବା ବ୍ୟାଘ୍ର ପ୍ରକଳ୍ପର ଭାଗ୍ୟ ଏବେ ସନ୍ଦିହାନ। ଗତ...

ବ୍ୟାଙ୍କରୁ ଟଙ୍କା ଚୋରି କରି କର୍ମଚାରୀ ବହିଷ୍କୃତ

ପୁରୀ ଅଫିସ,୧୧।୯: ପୁରୀ ଅର୍ବାନ କୋଅପରେଟିଭ ବ୍ୟାଙ୍କର ମାର୍କେଟ ଛକସ୍ଥିତ ଶାଖା କାର୍ଯ୍ୟାଳୟ ଲକରରୁ ୪୩ ହଜାର ଟଙ୍କା ଚୋରି ଅଭିଯୋଗ ହୋଇଛି। ଖୋଳତାଡ଼ ପରେ...

ଉଦାହରଣ ସାଜିଛନ୍ତି ଗର୍ଭବତୀ ଆଶାକର୍ମୀ

ବ୍ରହ୍ମପୁର ଅଫିସ,୨୬ା୫: କରୋନା ଯୁଦ୍ଧରେ ବହୁ ଆଗଧାଡ଼ିର ଯୋଦ୍ଧା ଲଢ଼େଇ କରୁଛନ୍ତି। ତନ୍ମଧ୍ୟରେ ଆଶାକର୍ମୀ ହେଉଛନ୍ତି ଅନ୍ୟତମ। ସେମାନେ କରୋନା ସମୟରେ ଜୀବନକୁ ବାଜି ଲଗାଇ...

ପାଳଗଦା ନିଆଁରେ ଜଳିଗଲେ ୨ ଭଉଣୀ

ଟିକିର/ରାୟଗଡ଼ା ଅଫିସ,୪ା୨: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଥଣ୍ଡାରେ ନିଆଁ ପୁଇଁବା ବେଳ ଜଳିଯାଇଛନ୍ତି ୨...

Advertisement


Archives

Model This Week