ଚାଷ ଜମିରେ ଥିବା ବେଳେ ବାଜିଲା ଗୁଳି

ଭଞ୍ଜନଗର,୨୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା କୁଟୁଣୁକୁମ୍ପା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିରେ ଥିବା ବେଳେ ଜଣଙ୍କୁ ଗୁଳିମାଡ଼ ହୋଇଛି। ସେ ହେଲେ ଶିବରାମ ନାୟକ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଦେହରେ ୨ ଟି ଗୁଳି ବାଜିଛି। ତେବେ ଗୁଳିମାଡ଼ର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବାର୍‌ହା ଶିକାର ସମୟରେ ଗୁଳି ବାଜିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମେଶିନ୍‌ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍‌ଟ୍ରାସାଉଣ୍ଡ

ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ...

ଖଣିରେ ଅଗ୍ନିକାଣ୍ଡ: ଅପରେଟର ଗୁରୁତର

କାଳିଆପାଣି,୨୬।୧୧: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ଥାନା ଅନ୍ତର୍ଗତ ଏକ ଖଣିରେ ଅଗ୍ନିକାଣ୍ଡ ଘଟିଛି। ଡିଜିରେ ନିଆଁ ଲାଗିଯିବାରୁ ଅପରେଟର ପୋଡି ହୋଇ ଗୁରୁତର...

ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ...

ଲେସର ହୁଇଷ୍ଟଲିଙ୍ଗଙ୍କ ଜଳକ୍ରୀଡ଼ା

କେନ୍ଦୁଝର,୩।୧(ସ୍ବ.ପ୍ର.) କେନ୍ଦୁଝରଗଡ଼ ପୌରପାଳିକାର ମାଧପୁରଠାରେ ଥିବା କୃଷି ବିଭାଗର ଫାର୍ମ ପୋଖରୀରେ ପ୍ରଥମ ଥର ପାଇଁ ବିଦେଶୀ ପକ୍ଷୀ ଦେଖିବାକୁ ମିଳିଛି। ଲେସର ହୁଇଷ୍ଟଲିଙ୍ଗ ଡକ୍‌...

୬ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୧୯ା୯-ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ ଓ ହତ୍ୟା ଉଦ୍ୟମ କରାଯାଇଥିବା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ନିରଞ୍ଜନ...

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ଘଟଣାରୁ ନଜର ହଟାଇବାକୁ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ପାଟଣାଗଡ,୯।୫ (ଡି.ଏନ.ଏ.): ଗତ ଏପ୍ରିଲ ୨୯ ତାରିଖରେ ପାଟଣାଗଡ ବ୍ଲକ ତମିଆ ମୁଦଲସର ସୁକତେଲ ସେତୁରେ ମରାମତି କାମ ଚାଲିଥିବା ବେଳେ ପୋଲ ଭୁଷଡି ୨...

ଗିରିଶୋଲା ଡକାୟତି ଘଟଣାରେ ୨ ଗିରଫ

ଭଞ୍ଜନଗର,୧୭।୬(ଡି.ଏନ.ଏ)-ବେଲଗୁଣ୍ଠା ଫାଣ୍ଡି ଗିରିଶୋଲାରେ ଗତ ୧୨ ତାରିଖ ରାତିରେ ହୋଇଥିବା ଚୋରି ଘଟଣାରେ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜଗନ୍ନାଥ ନାଇକ...

ଗଞ୍ଜାମର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କ ପାଇଁ ହାସ୍ୟ ଶିବିର

ଛତ୍ରପୁର, ୧୪।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ ପାଇଁ ହାସ୍ୟ ଶିବିରର ଆୟୋଜନ କରାଯାଉଛି। ଏହାଫଳରେ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ଅନ୍ତେବାସୀଙ୍କ...

Advertisement
Archives

Model This Week