ନିଜକୁ ଆର୍‌ଏଡବ୍ଲ୍ୟୁ ଏଜେଣ୍ଟର ପରିଚୟ ଦେଇ ଲୁଟୁଥିଲେ ଟଙ୍କା, ଏମିତି ପଡ଼ିଲେ ଧରା

ବାଲେଶ୍ୱର,୩ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ପୋଲିସ ଦ୍ବାରା ନିଜକୁ ରିସର୍ଚ୍ଚ ଆନାଲିସିସ୍‌ ଓ୍ବାଇନ୍‌ (RAW) ଏଜେଣ୍ଟର ଷ୍ଟେଟ୍‌ ହେଡ୍‌ କହୁଥିବା ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ବ୍ୟକ୍ତି ଜଣକ ରେମୁଣା ଅଞ୍ଚଳର ସତ୍ୟ ନାରାୟଣ ନାୟକ ବୋଲି ପରିଚୟ ମିଳିଛି। ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ ନିଜର ସଂଘଠନ ମାଧ୍ୟମରେ ନିଜକୁ ଆର୍‌ଏଡବ୍ଲୁୃ୍ୟ ଏଜେଣ୍ଟର ପରିଚୟ ଦେଇ ନକଲି ଚଢ଼ାଉ କରି ଟଙ୍କା ଠକୁଥିବାର ଅଭିଯୋଗ ହୋଇଥିଲା। ମଙ୍ଗଳବାର ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ଗୋଟିଏ ମଦ ଦୋକାନରେ ଚଢ଼ାଉ କରିଥିବା ବେଳେ ସମ୍ବଲପୁର ପୋଲଇସ ରାଡାରକୁ ଆସିଥିଲେ। ସମ୍ବଲପୁର ପୋଲିସର ସୂଚନାକ୍ରମେ ରେମୁଣା ପୋଲିସ ମାଷ୍ଟରମାଇଣ୍ଡଙ୍କୁ ଅଟକ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri