କାର୍‌ରେ ପ୍ରେସ୍‌ ଲେଖି ବୁଲୁଥିଲେ ଜଙ୍ଗଲରେ: ଟେକିନେଲେ ଗ୍ରାମବାସୀ

କେନ୍ଦୁଝର,୭।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ କରଦାଙ୍ଗୀ ଜଙ୍ଗଲରେ ମଙ୍ଗଳବାର ୬ ଜଣ ବ୍ୟକ୍ତି କାରରେ ପ୍ରେସ ଲେଖି ସନ୍ଦେହ ଜନକ ଭାବେ ବୁଲୁଥିଲେ। ହାତୀ ଶିକାରୀ ସନ୍ଦେହରେ ଗ୍ରାମବାସୀ ସେମାନଙ୍କୁ ଧରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି। ସେମାନଙ୍କ ମଧରୁ ଜଣେ ବାଲେଶ୍ୱର, ଜଣେ ମୟୂରଭଞ୍ଜ ଜିଲା ଓ ଅନ୍ୟମାନେ ଘଷିପୁରା, ହରିଚନ୍ଦନପୁର ଥାନା ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କଠାରୁ ଏକ କାର ସହିତ ମାରଣାସ୍ତ୍ର, ଦଉଡି ଆଦି ମିଳିଥିବା ବେଳେ ବନ ବିଭାଗ ଘଟଣାର ତଦନ୍ତ କରୁଛି। ତେବେ କାରରେ ପ୍ରେସ ଲେଖାଥିବାରୁ ଗ୍ରାମବାସୀଙ୍କ ସନ୍ଦେହ ବଢ଼ିଥିଲା। ସେମାନଙ୍କଠାରୁ ବନ୍ଧୁକ ଜବତ ହୋଇଥିବା ବେଳେ ତଦନ୍ତ ପରେ ସମସ୍ତ ଘଟଣା ଜଣାପଡ଼ିବ ବୋଲି ଡିଏଫଓ ସନ୍ତୋଷ ଯୋଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫-ଟି ପ୍ରଭାବ: ୩ ମାସର ସମସ୍ୟା ୩ ଘଣ୍ଟାରେ ସମାଧାନ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତ କରିବା ସହ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ।...

ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ

ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର...

କୂଳ ଖାଉଛି ଦୁଇମୁହାଣୀ

କୁଆମରା,୧୧।୮(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଦେଇ ନାହ୍ଲୁଆ ଓ ଗଙ୍ଗାହାର ନାମରେ ଦୁଇଟି ନଦୀ ପ୍ରବାହିତ ହୋଇଛି। ଉକ୍ତ ଦୁଇ ନଦୀ ଖଡ଼ିକାପଦାଠାରେ ମିଶ୍ରଣ...

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୫: ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ...

ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି

ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ...

ନୀଳଚକ୍ରରେ ଉଡ଼ିଲା ଧଳାବାନା: ସ୍ବାଭାବିକ ବର୍ଷା, ପବନର ସୂଚକ

ପୁରୀ ଅଫିସ,୮।୬: ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତିଦିନ ଧ୍ୱଜା ବା ବାନା ବନ୍ଧାଯାଏ। ଚୁନରା ସେବକମାନେ ଅପରାହ୍ନରେ ଏହି ବାନା ବାନ୍ଧିଥାନ୍ତି। ନୀଳଚକ୍ର ଅଗ୍ରଭାଗରେ ଗୋଟିଏ ମୁଖ୍ୟ...

୩ ସପ୍ତାହରେ ତଦନ୍ତ ରିପୋର୍ଟ ଦାଖଲ କରିବାକୁ ବନ ବିଭାଗ ସଚିବଙ୍କୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଚନ୍ଦକା ଅଭୟାରଣ୍ୟରୁ ବାହାରି ପୁରୀ ଓ ଖୋର୍ଦ୍ଧା ଜିଲାର ଜନବସତି ଅଞ୍ଚଳରେ ଆତଙ୍କ ଖେଳାଇଥିବା ଏକ ଦନ୍ତା ହାତୀ ଆକ୍ରମଣରେ ୪ଜଣଙ୍କର ମୃତ୍ୟୁ...

ଇଟାଭାଟି ଭାଙ୍ଗି ନ ପାରି ଫେରିଲା ପ୍ରଶାସନ

ରେମୁଣା, ୧୦ା୧(ଡି.ଏନ.ଏ.)-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ନୂଆଗଁାରେ ଘଟଣାର ପୁନରାବୃତ୍ତି ହୋଇଛି। ସେଠାରେ ଜାତୀୟ ରାଜପଥର ପ୍ରାୟ ୨ଶହ ମିଟର ଦୂରରେ ଥିବା ମୁକ୍ତା-୧ ଇଟାଭାଟିକୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *