ପରାଗ ବିଦା ହେଲେ ୪୨ ମିଲିୟନ ଡଲାର ପାଇବେ

ଓ୍ବାଶିଂଟନ୍‌, ୨୬ା୪: ଏଲନ ମସ୍କଙ୍କ ଟୁଇଟର ଡିଲ୍‌ ପରେ ସିଇଓ ପରାଗ ଅଗ୍ରଓ୍ବାଲ ଦାୟିତ୍ୱରେ ରହିବେ କି ନାହିଁ ସେ ନେଇ ଚର୍ଚ୍ଚା ଲାଗି ରହିଛି। ଯଦି ଆସନ୍ତା ୧୨ ମାସ ମଧ୍ୟରେ ପରାଗଙ୍କ ସିଇଓ ପଦ ଯାଏ ତେବେ ସେ ପ୍ରାୟ ୪୨ ମିିଲିୟନ ଡଲାର ପାଇବେ ବୋଲି ରିସର୍ଚ୍ଚ ଫାର୍ମ ଇକ୍ୱିଲାର ପକ୍ଷରୁ କୁହାଯାଇଛି। ପରାଗଙ୍କ ବର୍ଷକର ଦରମା ଏବଂ ତାଙ୍କ ପାଖରେ ଥିବା ଶେୟାର ମୂଲ୍ୟ ବାବଦକୁ ସେ ଏହି ଅର୍ଥ ପାଇବେ ବୋଲି ଇକ୍ୱିଲାର ମୁଖପାତ୍ର କହିଛନ୍ତି। ତେବେ ଏହା ଉପରେ ଟୁଇଟର ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ ପରେ ପାକିସ୍ତାନରେ ହଟଚମଟ

ଇସଲାମାବାଦ୍‌,୨୫।୫: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ବୁଧବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଦିଲ୍ଲୀର ଏକ...

ଶେଷ ହେଉଛି ଯୁଦ୍ଧ ସରଞ୍ଜାମ: ୭୦ ବର୍ଷ ପୁରୁଣା ଟ୍ୟାଙ୍କକୁ ଲଢ଼େଇରେ ସାମିଲ କଲା ରୁଷିଆ…

ମସ୍କୋ,୯।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ବର୍ଷରୁ ଅଧିକ ସମୟ ଧରି ଚାଲିଆସୁଛି। ଏଥିରେ ଭ୍ଲାଡିମୀର ପୁଟିନଙ୍କ ସେନା ବହୁ କ୍ଷତି...

ରୁଷିଆ ସ୍କୁଲରେ ଗୁଳି, ୧୫ ମୃତ,୨୪ ଗୁରୁତର: ନିଜ ଗୁଳିରେ ଟଳିଲେ ଆତତାୟୀ

ମସ୍କୋ, ୨୬ା୯: ରୁଷିଆର ଇଜେଭ୍‌ସ୍କ ସହରରେ ଥିବା ଏକ ସ୍କୁଲରେ ଜଣେ ଆତତାୟୀ ସୋମବାର ଆଖିବୁଜା ଗୁଳି ଚଳାଇଛନ୍ତି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା...

ଇଣ୍ଟରନେଟ୍‌ ବନ୍ଦ କଲା ତାଲିବାନ୍‌

କାବୁଲ,୨୯ା୮: ପଞ୍ଜଶିରରେ ବିରୋଧୀଙ୍କ ଶକ୍ତି କମାଇବାକୁ ଏବଂ ଆଫଗାନିସ୍ତାନର ଗାଦିଚ୍ୟୁତ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହଙ୍କୁ ଟୁଇଟ୍‌ର ଠାରୁ ଦୂରେଇ ରଖିବା ଲାଗି ତାଲିବାନ୍‌ ପଞ୍ଜଶିର ଉପତ୍ୟକାରେ...

ପରମାଣୁ ଧମକ ପରେ ମୁଣ୍ଡ ନୁଆଁଇଲା ୟୁକ୍ରେନ

ମସ୍କୋ,୨୭।୨: ବେଲାରୁସ ସୀମାରେ ରୁଷ ସହ ଆଲୋଚନା ପାଇଁ ରାଜି ହୋଇଛି ୟୁକ୍ରେନ। ରୁଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ପରମାଣୁ ଧମକ ଦେବା ପରେ ବାଧ୍ୟହୋଇ...

ଚେଚେନ ସୈନ୍ୟ ନିଜ ଆହତ ସାଥୀଙ୍କୁ ଗୁଳି କରି କରୁଛନ୍ତି ହତ୍ୟା, କାଚ କାରଖାନାରେ ଯାତନା ଗୃହ…

କ୍ୱିଭ୍‌, ୨।୫ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଚେଚେନ ସୈନ୍ୟମାନଙ୍କ ବର୍ବରତା ସମ୍ପର୍କରେ ଖବର ମିଳିଛି। ସେମାନେ ନିଜ ଆହତ...

ଭୋକିଲା ଲୋକଙ୍କ ଉପରେ ଗୁଳି ବର୍ଷା କଲା ପାକିସ୍ତାନ…

ଇସଲାମାବାଦ୍‌,୨୫।୧୦: ଆଫଗାନର ପସ୍ତୁନ ସମ୍ପ୍ରଦାୟଙ୍କ ବନ୍ଧୁ ବୋଲାଉଥିବା ପାକିସ୍ତାନର ବନ୍ଧୁ ଚେହେରା ପଦାରେ ପଡ଼ିଛି। ରବିବାର ଆଫଗାନିସ୍ତାନ ସୀମାରେ ଭୋକିଲା ଶୋଷିଲା ପାସ୍ତୁନଙ୍କ ଉପରେ ପାକିସ୍ତାନ...

ପାକ୍‌ରେ ଶକ୍ତି ସଙ୍କଟ: ରାତି ୮ଟାରୁ ବଜାର ବନ୍ଦ

ଇସ୍‌ଲାମାବାଦ୍‌, ୨୧।୧୨: ଭୟାବହ ବନ୍ୟା ପ୍ରଭାବରେ କ୍ଷତିଗ୍ରସ୍ତ ପାକିସ୍ତାନ ଅଣ୍ଟା ସଳଖୁଥିବାବେଳେ ଦେଶରେ ଶକ୍ତି ସଙ୍କଟ ମୁଣ୍ଡ ଟେକିଛି। ଏ ନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି...

Advertisement
Archives

Model This Week