କିଭ୍‌ରେ ଇୟୁ ପରିଷଦ ମୁଖ୍ୟ

କିଭ୍‌, ୨୧ା୪: ରୁଷିଆ ସହ ଲଢ଼େଇ ଜାରି ରଖିଥିବା ୟୁକ୍ରେନ୍‌ ପ୍ରତି ସମର୍ଥନ ଜଣାଇବା ପାଇଁ ୟୁରୋପୀୟ ସଂଘ(ଇୟୁ) ପରିଷଦ ମୁଖ୍ୟ ଚାର୍ଲସ ମାଇକେଲ ବୁଧବାର ଅଚାନକ କିଭ୍‌ ଗସ୍ତ କରିଛନ୍ତି। ଏ ବାବଦରେ ଚାର୍ଲସ ଏକ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସେ ୟୁକ୍ରେନ୍‌ର ଧ୍ୱସ୍ତବିଧ୍ୱସ୍ତ ବୋରୋଡିଆଙ୍କା ମଧ୍ୟ ବୁଲି ଦେଖିଛନ୍ତି। ରୁଷିଆ କରିଥିବା ଯୁଦ୍ଧ ଅପରାଧ ପାଇଁ ୟୁକ୍ରେନ୍‌କୁ ନ୍ୟାୟ ମିଳିବା ଜରୁରୀ। ୟୁକେନରେ ରୁଷିଆର ବର୍ବରତା ଓ ଯୁଦ୍ଧ ଅପରାଧକୁ ଇତିହାସ ସବୁଦିନ ପାଇଁ ମନେ ରଖିବ। ନ୍ୟାୟରହିତ ପୃଥିବୀରେ ଶାନ୍ତି ସ୍ଥାପନ ହୋଇପାରିବ ନାହିଁ ବୋଲି ଚାର୍ଲସ ଟୁଇଟ୍‌ରେ ଲେଖିଛନ୍ତି। କିଭ୍‌ରୁ ରୁଷିଆ ସୈନ୍ୟ ଫେରିବା ପରେ ସେଠାରୁ ୧,୨୦୦ ମୃତଦେହ ମିଳିଲାଣି।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri