ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଗିରଫ

ରାଇଘର, ୧୧ା୧୧(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଚେନ୍ଦ୍ର ନନ୍ଦ ବିଶ୍ବାସ ଓ କନିଷ୍ଠ ଶିକ୍ଷକ କେଶବ ମାଝି ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। କୁନ୍ଦେଇ ପୋଲିସ ସେମାନଙ୍କୁ ପଚରା ଉଚରା କରିବାପରେ ଶୁକ୍ରବାର କୋର୍ଟ ଚାଲାଣ କରିଛି।
ସୂଚନାନୁଯାୟୀ, ଗୁରୁବାର ଛାତ୍ରୀଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ହାଟଭରାଣ୍ଡି ମେଡିକାଲକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା କରିବା ପରେ ତାଙ୍କ ସହ ବଳାତ୍କାର ହୋଇଥିବା ଜାଣିପାରି ପୀଡ଼ିତାଙ୍କ ବାପା କୁନ୍ଦେଇ ଥାନାରେ ଲିଖିତଭାବେ ଜଣାଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କ ସମ୍ପୃକ୍ତି ଥିବାନେଇ ଏତଲାରେ ଉଳ୍ଲେଖ ରହିଥିଲା। ଏତଲା ଆଧାରରେ ପୋଲିସ ଉଭୟ ଶିକ୍ଷକଙ୍କୁ ଅଟକ ରଖିଥିଲା। ଛାତ୍ରୀ ଜଣକ ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ ଉମରକୋଟ ଓ ପରେ ନବରଙ୍ଗପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ନବରଙ୍ଗପୁର ଏସ୍‌ଆଇ ପୂର୍ଣ୍ଣିମା ଟେଟେ ପୀଡ଼ିତାଙ୍କ ବୟାନ ନେଇଛନ୍ତି। ତାଙ୍କ ବୟାନକୁ ଆଧାରକରି ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା କୁନ୍ଦେଇ ଥାନାଧିକାରୀ ପ୍ରଶାନ୍ତ କୁମାର ସେଠୀ ପ୍ରକାଶ କରିଛନ୍ତି। ୨ ଅଭିଯୁକ୍ତଙ୍କୁ ୩୭୬ ଡି.ବି ଆଇପିସି/୬ ଅଫ୍‌ ପୋକ୍ସୋ ଆକ୍ଟରେ ଗିରଫକରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?