ପ୍ରଧାନ ଶିକ୍ଷକ ଅର୍ଥ ହେରଫେର ମାମଲା: ତଦନ୍ତ ନିର୍ଦ୍ଦେଶ ପାଳନ କରୁନି ଶିକ୍ଷା ବିଭାଗ

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅର୍ଥ ହେରଫେର ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟ ପରିଚାଳନା କମିଟି ପୂର୍ବତନ ସଭାପତି ଦିନନାଥ ସତନାମୀ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏହା ଉପରେ ତଦନ୍ତ କରିବାକୁ ଜିଲା ଶିକ୍ଷା ଅଧିକାରୀଙ୍କୁ ଗତ ୨୧ ଜାନୁଆରୀରେ ନିର୍ଦ୍ଦେଶ ଦେଇଛନ୍ତି। ଆଜକୁ ୨୦ଦିନରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ଜିଲା ଶିକ୍ଷା ବିଭାଗ ଚୁପ ରହିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଏ ସଂକ୍ରାନ୍ତରେ ଜିଲା ଶିକ୍ଷା ଅଧିକାରୀ କରୁଣାକର ଭୁଏଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇ ନ ଥିଲା। ଜିଲାପାଳ ମଧୁସୂଦନ ଦାସଙ୍କୁ ପଚାରିବାରୁ ଏହା ଉପରେ ତଦନ୍ତ ଚାଲିଛି, ନିଶ୍ଚୟ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri