ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପକରି ପ୍ରଧାନ ଶିକ୍ଷକ ନିଲମ୍ବିତ

ଦଶରଥପୁର,୨୦।୭(ଡି.ଏନ୍‌.ଏ.): ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ କରି ପ୍ରଧାନ ଶିକ୍ଷକ ନିଲମ୍ବିତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା ଦଶରଥପୁର ବ୍ଲକରେ। କୁଅଁରପୁର ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଦଶରଥପୁର ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀ କିଶୋର କୁମାର ମଲ୍ଲିକ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି ।
ମଧାହ୍ନ ଭୋଜନ ସହ ପିଲାଙ୍କ ପାଇଁ ଆସୁଥିବା ଡ୍ରେସ, ଜୋତା ବାବଦକୁ ଆସୁଥିବା ଟଙ୍କା ହରିଲୁଟ କରିଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା । ପରେ ଏବିଓ ଘଟଣାର ତଦନ୍ତ କରିଥିଲେ । ପାଖାପାଖି ତିନି ଲକ୍ଷ ଟଙ୍କାର ମିଡ-ଡେ ମିଲ ଚାଉଳ ଘୋଟାଲା ହୋଇଥିବା ଦଦନ୍ତରୁ ଜଣାପଡିଥିଲା । ଏ ସମ୍ପର୍କରେ ପ୍ରଧାନ ଶିକ୍ଷଙ୍କୁ ପଚରା ଯାଇଥିଲେ ମଧ୍ୟ କୌଣସି ଉତ୍ତର ଦେଇପାରି ନ ଥିଲେ । ପରେ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇଥିଲା । ପରେ ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ ଘଟଣା ସ୍ପଷ୍ଟ ହୋଇଥଲା । ଏ ନେଇ ପ୍ରଧାନ ନାୟକଙ୍କୁ ନିଲମ୍ବିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri