ଢେଙ୍କାନାଳରେ ଚାଞ୍ଚଲ୍ୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମାରି ଫିଙ୍ଗିଦେଲେ

କାମାକ୍ଷାନଗର,୨୦।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାରେଜ ଘରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଠାବ ହୋଇଛି। ହେଲେ ପରିବାର ଲୋକେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରୁ ନ ଥିବା ବେଳେ ଯୋଜନାମୁତାବକ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଅଭିଯୋଗକୁ ଭତ୍ତି କରି ପୋଲିସ ଏବଂ ଓ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri