Posted inଫୁରସତ

ରୋଗପ୍ରତିରୋଧକ ଶକ୍ତି ବୃଦ୍ଧିକରିବ ‘ଆରୋଗ୍ୟ ସନ୍ଦେଶ’

କୋଭିଡ୍‌-୧୯ ମହାମାରୀ ମଧ୍ୟରେ ଏକ ଖୁସି ଖବର। ପଶ୍ଚିମବଙ୍ଗ ସରକାର ଏପରି ଏକ ମିଠା ପ୍ରସ୍ତୁତ କରୁଛନ୍ତି ଯାହାକି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବ। ଏହି ‘ସନ୍ଦେଶ’ଖୁବ୍‌ଶୀଘ୍ର ବଜାରରେ ମିଳିବ। ଗାଇ କ୍ଷୀରରେ ତିଆରି ଛେନାରେ ସୁନ୍ଦରବନ ମହୁକୁ ମିଶ୍ରଣ କରି ‘ଆରୋଗ୍ୟ ସନ୍ଦେଶ ’ ନାମକ ଏକ ମିଠା ତିଆରି କରାଯିବ। ଏଥିରେ ତୁଳସୀ ଅର୍କ ମଧ୍ୟ ମିଶ୍ରଣ କରାଯିବ। ତେବେ ସ୍ବାଦ ବଢ଼ାଇବା ପାଇଁ ଏଥିରେ କୌଣସି କ୍ରୁତ୍ରିମ ସ୍ବାଦ ମିଶ୍ରଣ କରାଯିବ ନାହିଁ ବୋଲି କୁହାଯାଉଛି। ଏହି ‘ଆରୋଗ୍ୟ ସନ୍ଦେଶ’ ପଶ୍ଚିମବଙ୍ଗରେ ବିକ୍ରି ହେବ।
ଏହି ସନ୍ଦେଶ ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି କରିବ। ମାତ୍ର ଏହା କୋଭିଡ-୧୯କୁ ଠିକ୍‌ କରିବ ନାହିଁ। ଆଗାମୀ ୨ ମାସ ମଧ୍ୟରେ ଏହି ସନ୍ଦେଶ ବଜାରରେ ମିଳିବ। ଏହାର ମୂଲ୍ୟ ସାଧାରଣ ଲୋକ କିଣିବା ପରି ରହିବ ବୋଲି ମନ୍ତ୍ରୀ ମାନ୍ତୁରାମ ପଖୀରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଦେଖାରେ ଅନୁଷ୍କାଙ୍କୁ ଏମିତି କହିଦେଇଥିଲେ କୋହଲି, ଏବେ ଭାବି ପଶ୍ଚାତ୍ତାପ କରୁଛନ୍ତି

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ନେଇ ସବୁବେଳେ ଚର୍ଚ୍ଚା ଲାଗି ରହିଥାଏ। ବିବାହ ପରେ ମଧ୍ୟ ଉଭୟଙ୍କୁ ନେଇ ଚର୍ଚ୍ଚା ଥମୁନି। ସମସ୍ତେ ଜାଣନ୍ତି...

ବାତ୍ୟା ବୃତ୍ତାନ୍ତ: କେମିତି ଆସେ ବାତ୍ୟା, ନାମକରଣ, ପରର ପରିବେଶ…

ବାତ୍ୟା ଆସେ, ଚାଲିଯାଏ। ହେଲେ ବାତ୍ୟାକୁ ସାମ୍ନା କରିଥିବା ମଣିଷର ବିପର୍ଯ୍ୟୟର ସୀମା ନ ଥାଏ। ତେବେ ଯଦି ବାତ୍ୟାର ପୂର୍ବାନୁମାନ ହେଇପାରେ, ଅନେକ କ୍ଷୟକ୍ଷତିକୁ...

ଛତିଶଗଡ଼ର ଶିମ୍‌ଲା ମୈନପାଟ

ଛତିଶଗଡ଼ର ସୁର୍‌ଗୁଜା ଜିଲା ଅନ୍ତର୍ଗତ ମୈନପାଟରେ ଶିମ୍‌ଲା ଭଳି ପରିବେଶ ଓ ଜଳବାୟୁ ଅନୁଭୂତ ହେବା ସହିତ ବିଭିନ୍ନ ଆକର୍ଷଣୀୟ ଦର୍ଶନୀୟସ୍ଥାନ ସବୁ ଦେଖିବାକୁ ମିଳିଥାଏ।...

ୟୁନିସେଫ୍‌ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ସୋସିଆଲ ମିଡ଼ିଆରେ ଭାଇରାଲ

ଜେନେଭା,୫।୩: କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ୟୁନିସେଫ୍‌ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଏକ ହ୍ୟାଣ୍ଡ୍‌ ଓ୍ବାଶିଂ ଡ୍ୟାନ୍ସ୍‌ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।...

ନାଚରେ ଉତ୍ସାହ ବଢ଼ାଇଲେ କରୋନା ରୋଗୀ

ନୂଆଦିଲ୍ଲୀ: କରୋନା ରୋଗୀଙ୍କ ନାଁ ଶୁଣିବା ମାତ୍ରେ କେମିତି ଏକ ପ୍ରକାର ଭୟ ମନ ଭିତରକୁ ଆପେ ଆପେ ଆସିଯାଉଛି। କିନ୍ତୁ ସାହସର ସହ ମୁକାବିଲା...

ଲଞ୍ଚ ବ୍ରେକ୍‌ଫାଷ୍ଟ ବଦଳରେ ବେବି ପାଉଡ଼ର ଖାଉଛନ୍ତି ଏହି ମହିଳା

ଖାଦ୍ୟକୁ ନେଇ କାହାର କେମିତି ରୁଚି ଥାଏ। ପ୍ରାୟ ସମସ୍ତେ ସୁସ୍ବାଦୁ ଖାଦ୍ୟ ଖାଇବାକୁ ପସନ୍ଦ କରୁଥିବା ବେଳେ ଆଉ କେହି କେହି ସ୍ବାସ୍ଥ୍ୟପ୍ରଦ ଖାଦ୍ୟକୁ...

ପ୍ରବନ୍ଧ ଲେଖିବାକୁ କହିଲେ ପ୍ରଫେସର: ଖାଲି କାଗଜ ଧରାଇଲେ ଛାତ୍ରୀ ମିଳିଲା ଫୁଲ୍‌ ମାର୍କ

ଜାପାନ ଯୁନୁଭର୍ସିଟିର ଜଣେ ଛାତ୍ରୀ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛନ୍ତି। ଗବେଷଣାରତ ଏହି ଛାତ୍ରୀ ଜଣଙ୍କୁ ପ୍ରଫେସର ପ୍ରବନ୍ଧ ଲେଖିବାକୁ କହିଥିଲେ। ହେଲେ...

ଏହି ବ୍ୟକ୍ତି କରନ୍ତି ଏମିତି କାମ, ଜାଣିଲେ କରିବେ ତାରିଫ

ଦୁନିଆରେ ଏମିତି କିଛି ଲୋକ ଅଛନ୍ତି,  କେବେ କାହାକୁ ସେମାନେ ସାହାଯ୍ୟ କରିବାକୁ ଆସନ୍ତି ନାହିଁ। ମାତ୍ର ଜଣେ ଜଣେ ଅଛନ୍ତି, ଯିଏ କି ସାହାଯ୍ୟକାରୀ।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *