ଖରାଦିନ ପାଇଁ ଉପକାରୀ ‘ପୁଦିନା’

ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ ପ୍ରାୟ ଜାଣିଥିବେ। ଏହାକୁ ଖାଦ୍ୟରୂପେ ବ୍ୟବହାର କଲେ ଆପଣଙ୍କୁ ଅନାବଶ୍ୟକ ଔଷଧ ଖାଇବାକୁ ପଡ଼ିବ ନାହିଁ। ତେବେ ଆସନ୍ତୁ ଜାଣିବା ଏହାର ଉପକାରିତା ବିଷୟରେ।
*ଖରାଦିନେ ପ୍ରାୟ ଲୁ’ ଲାଗିବାର ଆଶଙ୍କା ରହିଥାଏ। ତେବେ ଖରାଦିନ ଏହାକୁ ଅଧିକ ମାତ୍ରରେ ବ୍ୟବହାର କରନ୍ତୁ। ଏହା ଆପଣଙ୍କ ଶରୀରକୁ ବହୁତ ଫାଇଦା ଦେବା ସହ ଖରାଦିନେ ଏହା ଶରୀରରେ ଜଳୀୟ ଅଂଶ କମ୍‌ ହେବାକୁ ଦେବ ନାହିଁ। ଖରାଦିନେ ଲୁ’ରୁ ରକ୍ଷା ପାଇବା ପାଇଁ ଆପଣ ପୁଦିନା ପାଣି ପିଅନ୍ତୁ। ବାହାରକୁ ଯାଉଥିଲେ ଆପଣ ପୁଦିନା ପାଣି ସାଙ୍ଗରେ ନେଇ ଯାଆନ୍ତୁ।

*ପୁଦିନା ଆମର ପାଚନ କ୍ରିୟାକୁ ସଠିକ୍‌ ରୂପେ ତ୍ୱରାନିତ କରିଥାଏ। ଏହା ଆପଣଙ୍କ ସବୁ ପ୍ରକାର ପେଟ ରୋଗକୁ ଭଲ କରିଥାଏ। ଯେପରିକି ପେଟ କାଟିବା, ଗ୍ୟାସ ଆଦି ସମସ୍ୟାକୁ ଏହା ଦୂର କରିଥାଏ। ତେବେ ଆପଣ ନିଜ ଖାଦ୍ୟରେ ପୁଦିନାର ବ୍ୟବହାର କରନ୍ତୁ। ଏହା ଆପଣଙ୍କୁ ବହୁତ ଲାଭ ଦେବ।

* ବେଳେବେଳେ ଅନୁଭବ କରୁଥିବେ ବେଶି ସମୟ ପାଟି ବନ୍ଦ କରି ରଖିଲେ ସେଥିରୁ ଦୁର୍ଗନ୍ଧ ବାହାରିଥାଏ। ଏଥିରୁ ରକ୍ଷା ପାଇବା ପାଇଁ ନିୟମିତ ପୁଦିନା ପତ୍ରକୁ ସେବନ କରନ୍ତୁ। ପୁଦିନା ପତ୍ର ସତେଜ ହୋଇଥିବାରୁ ଏହାକୁ ସେବନ କଲେ ପାଟିର ଦୁର୍ଗନ୍ଧ ଦୂର ହୋଇଥାଏ। ଏଥିରେ ଜୀବାଣୁନାଶକ ଉତ୍ପାଦ ଥିବାରୁ ଏହା ପାଟିରେ ଦୁର୍ଗନ୍ଧ ସୃଷ୍ଟି କରୁଥିବା ଜୀବାଣୁ ସହ ଲଢ଼ିଥାଏ ଏବଂ ପାଟିରୁ ଦୁର୍ଗନ୍ଧ ବହାରିବାକୁ ଦିଏନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri