କାମ କରୁନି ସ୍ବାସ୍ଥ୍ୟକେନ୍ଦ୍ର ଲିଫ୍ଟ, ଅଧାରେ ଫସି ରହିଲେ ଅଧିକାରୀ

ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାର ଚିକିତ୍ସାଳୟରେ କେବଳ ସ୍ବାସ୍ଥ୍ୟସେବା ନୁହେଁ, ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମି ମଧ୍ୟ ବିପର୍ଯ୍ୟସ୍ତ ହୋଇପଡିଛି। ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରର ଲିଫ୍ଟ ଅଚଳ ହେବା ସାଧାରଣ ଘଟଣାରେ ପରିଣତ ହୋଇଛି। କିନ୍ତୁ ପୁରୁଣା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ର ଅର୍ଥାତ ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରର ଲିଫ୍ଟରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ ବିଭାଗୀୟ ଅଧିକାରୀ ୪୫ ମିନିଟ ପର୍ଯ୍ୟନ୍ତ ଫସି ରହିଥିଲେ l ସେ ଅଣନିଃଶ୍ୱାସୀ ହେବା ସହିତ ଲିପ୍ଟର କରେଣ୍ଟ ମଧ୍ୟ ଚାଲି ଯାଇଥିଲା l ତେବେ ସେ ହସ୍ପିଟାଲ ଷ୍ଟାଫଙ୍କୁ ଫୋନ କରି ଲିପ୍ଟରୁ ବାହାର କରିବାକୁ ଅନୁରୋଧ କରିଥିଲେ l ଏହାପରେ ଏ ସମ୍ପର୍କରେ ଅଗ୍ନିଶମ ବିଭାଗକୁ ସୂଚନା ଦିଆଯାଇଥିଲା l ସୂଚନା ପାଇ ଅଗ୍ନିଶମ କର୍ମଚାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଥିଲେ। ଏହାପରେ ପ୍ରାୟ ୪୫ ମିନିଟ୍‌ ପରେ ସମ୍ପୃକ୍ତ ଅଧିକାରୀଙ୍କୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମେଟାଲିକ୍ସ ବିରୋଧରେ ବଢ଼ୁଛି ଜନ ଅସନ୍ତୋଷ: ଆନ୍ଦୋଳନ ଚେତାବନୀ

ଝାରସୁଗୁଡ଼ା, ୯ା୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ସଦର ବ୍ଲକ୍‌ ଅନ୍ତର୍ଗତ ମରାକୁଟାଠାରେ ଅବସ୍ଥିତ ଓଡ଼ିଶା ମେଟାଲିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ କମ୍ପାନୀକୁ ନେଇ ବିବାଦ ଘନେଇବାରେ ଲାଗିଛି। ପୁରୁଣା କର୍ମଚାରୀଙ୍କୁ…

ପୁଷ୍ପା ଷ୍ଟାଇଲରେ ଚାଲାଣ କରୁଥିଲେ ଶାଳକାଠ, ମାଡିବସିଲା ବନ ବିଭାଗ, ତା’ପରେ…

କଲ୍ୟାଣସିଂହପୁର, ୯।୫( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକରେ ବନବିଭାଗର ବଡ଼ ଚଢ଼ାଉ। ଶିରିପୁର ନିକଟରେ ଚଢ଼ାଉ କରି ୮୦ ଖଣ୍ଡ ଶାଳ…

୨ ଦିନ ପରେ ଧାନକିଣା, ଚାଷୀଙ୍କୁ ମିଳିନି ଟୋକନ: ଖୋଲା ଆକାଶତଳେ ପଡ଼ିଛି ଧାନ

ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉମାତ୍ର ୨ଦିନ ପରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ୧୧ତାରିଖରୁ ଜିଲାର ବରଗଡ଼, ଅତାବିରା, ପଦ୍ମପୁର ନିୟନ୍ତ୍ରିତ…

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ…

ବାଲିଅନ୍ତା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ଆଉ ଏକ ହତ୍ୟା: ସାଙ୍ଗଙ୍କୁ ଲୁହା ରଡ୍‌ରେ ପିଟି ମାରିଦେଲେ…

ଭୁବନେଶ୍ୱର/ ବାଲିପାଟଣା, ୯।୫(ତ୍ରିନାଥ ମହାନ୍ତି/ ଅଭିମନ୍ୟୁ ନାୟକ): ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ବାଲିପାଟଣା ଥାନା ବେଙ୍ଗବତୀ…

ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା…

ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ…

କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍‌; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri