ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ

ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା ପାଠୋତ୍ସବ ହୋଇଥିଲା। ଏହିଭଳି ବୁଧବାର ଭଞ୍ଜନଗର ମେଡିକାଲରେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ବରିଷ୍ଠ ନାଗରିକମାନଙ୍କ ପାଇଁ ଆୟୋଜନ ହୋଇଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ତାହା ଚାଲିବ। ଭଞ୍ଜନଗର ଅଞ୍ଚଳର ଶତାଧିକ ବରିଷ୍ଠ ନାଗରିକ ଶିବିରରେ ଯୋଗ ଦେଇ ସ୍ବାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଏଥିସହ ଯେଉଁମାନଙ୍କୁ ଔଷଧ ଆବଶ୍ୟକ ପଡୁଛି ସେମାନଙ୍କୁ ତାହା ଯୋଗାଇ ଦିଆଯାଉଛି।
ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିବା ସହ ଶିବିରର ଲକ୍ଷ୍ୟ ସମ୍ପର୍କରେ କହିଥିଲେ। ମେଡିକାଲ ଅଧିକ୍ଷକ ଡାକ୍ତର ସିତାନ୍ସୁ ଶେଖର ଶତପଥି, ଡ. ପ୍ରଣବ ପାତ୍ର ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ। ମେଡିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri