ବୟୋଜ୍ୟେଷ୍ଠ ଦିବସରେ ସ୍ବାସ୍ଥ୍ୟ ପରୀକ୍ଷା

ଗଞ୍ଜାମ,୧୦ା୧୦(ଅଖିଳ ତରାଇ/ବିଦ୍ୟାଧର ସାହୁ):ଗଞ୍ଜାମ ପୌରାଞ୍ଚଳ ବରିଷ୍ଠ ନାଗରିକ ପରିଷଦ ପକ୍ଷରୁ ବୟୋଜ୍ୟେଷ୍ଠ ଦିବସ ଉପଲକ୍ଷେ ଏକ ସ୍ବାସ୍ଥ୍ୟସେବା ଶିବିର ପରିଷଦର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି। ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ସହଯୋଗରେ ଆୟୋଜିତ ଏହି ଶିବିରରେ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଓ ବିଡିଓ ଅଚ୍ୟୁତା ନନ୍ଦ ଯାନୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏଥିରେବହୁ ବରିଷ୍ଠ ନାଗରିକ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଡାକ୍ତର ମନୋଜ ବେହେରା, ଡା. ସୁସ୍ମିତା ବିଶ୍ୱାଳ, ଏଲଟି ଅନାଦି ବେହେରା, ସ୍ନେହଲତା ପାତ୍ରଙ୍କ ସମେତ ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀ ଏହି ଶିବିରରେ ସେବା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ପରିଷଦର ଉପଦେଷ୍ଟା ଇଂ.ବିନୋଦ ପାଢ଼ୀ, ସଭାପତି ରବୀନ୍ଦ୍ର ପଣ୍ଡା, ଉପସଭାପତି ଅରୁଣ କୁମାର ପଣ୍ଡା, ସୁରେନ୍ଦ୍ର ପଟ୍ଟନାୟକ, ବିପ୍ର ମହାପାତ୍ର, ବସନ୍ତ ସାବତ, ଦଣ୍ଡପାଣି ସାବତ, ମଙ୍ଗରାଜ ପଣ୍ଡା, ଲକ୍ଷ୍ମୀ ଦାସ, ପତିତପାବନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri