ସ୍ବା ସ୍ଥ୍ୟ ସୂ ଚ ନା

ପ୍ରତିଦିନ ବ୍ରେକ୍‌ଫାଷ୍ଟ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରଭୋଜନ ଠିକ୍‌ ସମୟରେ ଖାଆନ୍ତୁ।
ସବୁଜ ପନିପରିବାରୁ ପ୍ରସ୍ତୁତ ଖାଦ୍ୟ ଯେତେ ଅଧିକ ଖାଇବେ ସେତେ ଭଲ। କାରଣ ଏପରି ଖାଦ୍ୟରେ ଭିଟାମିନ୍‌ ଭରି ରହିଥାଏ ଏବଂ ତାହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ।
ରାତ୍ରଭୋଜନରେ ଆଦୌ ଗରିଷ୍ଠ ଖାଦ୍ୟ ସାମିଲ କରନ୍ତୁ ନାହିଁ। କାରଣ ଏହାଦ୍ୱାରା ପାଚନ ପ୍ରକ୍ରିୟା ପ୍ରଭାବିତ ହୋଇଥାଏ। କେବଳ ସେତିକି ନୁହେଁ, ଏଥିଯୋଗୁଁ ନିଦ ମଧ୍ୟ ଭଲ ହୋଇ ନ ଥାଏ।
ଖରାଦିନେ ଯେତେ ହାଲୁକା ଖାଦ୍ୟ ଖାଇବେ ସେତେ ଭଲ। ତା’ସହ ପ୍ରଚୁର ପାଣି ପିଅନ୍ତୁ।
ବୟସ ବଢ଼ିଲେ ଚକ୍ଷୁ, ଅସ୍ଥିଜନିତ ସମସ୍ୟା ଦେଖାଯିବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ନିୟମିତ ସମୟ ଅନ୍ତରାଳରେ ଚକ୍ଷୁ ପରୀକ୍ଷା କରାଇ ନେବା ସହ ଅସ୍ଥି ସମ୍ପର୍କରେ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରନ୍ତୁ।
ଏପରି ଖାଦ୍ୟ ଖାଆନ୍ତୁ ନାହିଁ, ଯାହା ଅଯଥାରେ କେତେକ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଡାକି ଆଣିବ।
ସବୁବେଳେ ନିଜର ଓଜନକୁ ସନ୍ତୁଳିତ ରଖିବାକୁ ଚେଷ୍ଟା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri