ସ୍ବା ସ୍ଥ୍ୟ ସୂ ଚ ନା

ପ୍ରତିଦିନ ବ୍ରେକ୍‌ଫାଷ୍ଟ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରଭୋଜନ ଠିକ୍‌ ସମୟରେ ଖାଆନ୍ତୁ।
ସବୁଜ ପନିପରିବାରୁ ପ୍ରସ୍ତୁତ ଖାଦ୍ୟ ଯେତେ ଅଧିକ ଖାଇବେ ସେତେ ଭଲ। କାରଣ ଏପରି ଖାଦ୍ୟରେ ଭିଟାମିନ୍‌ ଭରି ରହିଥାଏ ଏବଂ ତାହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ।
ରାତ୍ରଭୋଜନରେ ଆଦୌ ଗରିଷ୍ଠ ଖାଦ୍ୟ ସାମିଲ କରନ୍ତୁ ନାହିଁ। କାରଣ ଏହାଦ୍ୱାରା ପାଚନ ପ୍ରକ୍ରିୟା ପ୍ରଭାବିତ ହୋଇଥାଏ। କେବଳ ସେତିକି ନୁହେଁ, ଏଥିଯୋଗୁଁ ନିଦ ମଧ୍ୟ ଭଲ ହୋଇ ନ ଥାଏ।
ଖରାଦିନେ ଯେତେ ହାଲୁକା ଖାଦ୍ୟ ଖାଇବେ ସେତେ ଭଲ। ତା’ସହ ପ୍ରଚୁର ପାଣି ପିଅନ୍ତୁ।
ବୟସ ବଢ଼ିଲେ ଚକ୍ଷୁ, ଅସ୍ଥିଜନିତ ସମସ୍ୟା ଦେଖାଯିବାର ଯଥେଷ୍ଟ ଆଶଙ୍କା ରହିଛି। ତେଣୁ ନିୟମିତ ସମୟ ଅନ୍ତରାଳରେ ଚକ୍ଷୁ ପରୀକ୍ଷା କରାଇ ନେବା ସହ ଅସ୍ଥି ସମ୍ପର୍କରେ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରନ୍ତୁ।
ଏପରି ଖାଦ୍ୟ ଖାଆନ୍ତୁ ନାହିଁ, ଯାହା ଅଯଥାରେ କେତେକ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଡାକି ଆଣିବ।
ସବୁବେଳେ ନିଜର ଓଜନକୁ ସନ୍ତୁଳିତ ରଖିବାକୁ ଚେଷ୍ଟା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ସପ୍ତାହରେ ୩ ଥର ଖାଆନ୍ତୁ ଏହି ଗୁଣ୍ଡ…

ନୂଆଦିଲ୍ଲୀ: ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୩ ଥର ମେଥିଗୁଣ୍ଡ ଉଷୁମ ପାଣିରେ...

ବିବାହ ପୂର୍ବରୁ ଜୀବନସାଥିଙ୍କୁ ପଚାରନ୍ତୁ ଏହି ୫ ପ୍ରଶ୍ନ: କେବେ ହେବାକୁ ପଡ଼ିବନି ଅଲଗା

ପ୍ରାୟ ସମସ୍ତଙ୍କ ଜୀବନରେ ବିବାହ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ। ବିବାହ କେବଳ ଦୁଇଟି ଦୃଦୟର ମିଳନ ନୁହେଁ ମାତ୍ର ଏହା ୨ ପରିବାର ମିଶ୍ରଣ। ତେଣୁ...

ନିଦ୍ରାହୀନତା ଜିନ୍‌ ଓ ହୃଦ୍‌ରୋଗ

ନିଦ୍ରାହୀନତା (ଇନ୍‌ସୋମିନିଆ) ଜିନ୍‌ ଯୋଗୁ ହୃଦ୍‌ରୋଗ ହେବାର ଆଶଙ୍କା ରହିଛି। ଏଭଳି ଚାଞ୍ଚଲ୍ୟକର ତଥ୍ୟ ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ‘ନିଦ୍ରାହୀନତା ଜିନ୍‌ ଓ ହୃଦ୍‌ରୋଗ’...

ରୋଗ ପ୍ରତିରୋଧକ ଶକ୍ତି ବଢାଏ ଡାଲି ପାଣି

ଡାଲିକୁ ପ୍ରୋଟିନ୍‌ର ପାୱାର୍‌ ହାଉସ୍‌ ବୋଲି କୁହାଯାଏ। ତନ୍ମଧ୍ୟରୁ ମୁଗଡାଲି ଅନ୍ୟତମ। ଏଥିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ...

ଭାରତୀୟ ବୈଜ୍ଞାନିକଙ୍କ ନାମରେ ନକ୍ଷତ୍ର

”ଅନ୍ତର୍ଜାତୀୟ ଜ୍ୟୋତିର୍ବିଦୀୟ ସଂଘ ୧୯୧୯ ଜୁଲାଇ ୨୮ରେ ଗଠିତ ହୋଇଥିଲା। ଏହା ଗତବର୍ଷ ତାହାର ଶତବାର୍ଷିକୀ ଉତ୍ସବ ପାଳନ କରିଥିଲା। ଏହି ଉପଲକ୍ଷେ ଏହା କେତୋଟି...

ଆଜି ମହାଶିବରାତ୍ରି: ଜାଣନ୍ତୁ ଉପବାସଧାରୀ କ’ଣ ଖାଇବା ଉଚିତ

ଆଜି ମହାଶିବରାତ୍ରି। ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଭକ୍ତମାନେ ଏହିଦିନ ଉପବାସ ରହି ମହାଦେବଙ୍କ ଉପାସନା କରିଥାନ୍ତି। ଏପରି କି ଶ୍ରଦ୍ଧାଳୁମାନେ ଉଜାଗର ରହି...

ଶହେରୁ ଅଧିକ ରୋଗରୁ ରଖେ ଦୂରେଇ…

ଗପସପ କରିବାକୁ ସମସ୍ତଙ୍କୁ ଭଲ ଲାଗେ। ବିଶେଷ କରି ଏଭଳି ଗୁଣ ମହିଳାମାନଙ୍କର କ୍ଷେତ୍ରରେ ଅଧିକ ଦେଖିବାକୁ ମିଳିଥାଏ। ଗପସପ ଦ୍ୱାରା ମାନସିକ ଶାନ୍ତି ମିଳିବା...

ଫାଷ୍ଟଫୁଡ୍‌ ଖାଉଥିଲେ କିଛି କଥା ପ୍ରତି ଦିଅନ୍ତୁ ଧ୍ୟାନ, ରହିବେ ସୁସ୍ଥ

ବଜାରରେ ମିଳୁଥିବା ଫାଷ୍ଟଫୁଡ୍‌ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ପାଟିକୁ ସୁଆଦିଆ ମାତ୍ର ଦେହ ପ୍ରତି କ୍ଷତିକାରକ। ଫାଷ୍ଟଫୁଡ୍‌ ଖାଇବା ପରେ କିଛି...

Advertisement


Archives

Model This Week