ଶ୍ରୀମନ୍ଦିର ସେବାୟତଙ୍କୁ ସ୍ବାସ୍ଥ୍ୟବୀମା

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ସହ ସମ୍ପୃକ୍ତ ସେବାୟତଙ୍କୁ ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନ୍ୟୁ ଇଣ୍ଡିଆ ଇନ୍‌ସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ଏହି ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ପ୍ରତି ସେବାୟତଙ୍କ ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ ଲକ୍ଷର ବୀମା ସୁବିଧା ମିଳିବ। ଗୁରୁତର ଅସୁସ୍ଥତା କ୍ଷେତ୍ରରେ ଅତିରିକ୍ତ ୧ ଲକ୍ଷ ଟଙ୍କା ସହାୟତା ମିଳିବ। କ୍ୟାନ୍ସର ଏବଂ କିଡ୍‌ନୀ ପ୍ରତିରୋପଣ କ୍ଷେତ୍ରରେ ୩ ଲକ୍ଷ ଅତିରିକ୍ତ ବୀମା ସୁରକ୍ଷା ମିଳିବ। ଏହି ବୀମା ଯୋଜନାରେ ୨୫୦୦ ସେବକ ପରିବାର ଉପକୃତ ହେବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.) ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ...

ବସ୍‌କୁ ଠେଲି ନେଲା ଦନ୍ତା

ବାରିପଦା ଅଫିସ,୯।୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଟିକପଦା ରାସ୍ତାରେ ରବିବାର ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଗୋଡ଼ାଇବା ସହ ଠେଲି ଠେଲି ୫୦ ମିଟର...

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଧର୍ମଗୁରୁ

ଅନୁଗୋଳ ଅଫିସ୍‌/ତାଳଚେର, ୩ା୪ – ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍‌ଠାରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ଧର୍ମଗୁରୁଙ୍କ ମଧ୍ୟରୁ ୫ଜଣ ମହିଳା ଓ ପୁରୁଷ ନିକଟରେ ଅନୁଗୋଳ...

ଜି.ଉଦୟଗିରି: ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନିମନ୍ତେ ଆବେଦନ

ଜି.ଉଦୟଗିର,୨୧।୧୧(ଡି.ଏନ୍‌.ଏ)- ଜି.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ଦୀପ୍ତିରେଖା ପ୍ରଧାନଙ୍କ ବିରୋଧରେ ୧୩ ଜଣ ସଦସ୍ୟ ଅନାସ୍ଥା ପ୍ରସ୍ତାବ ନିମନ୍ତେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଆବେଦନ କରିଛନ୍ତି।...

ସ୍ତ୍ରୀ, ପୁଅକୁ ଛାଡ଼ି କାଠଯୋଡ଼ିକୁ ଡେଇଁବା ଘଟଣା: ସପ୍ତାହେ ପରେ ମିଳିଲା ଦେବବ୍ରତଙ୍କ ମୃତଦେହ

କଟକ ଅଫିସ/କଣ୍ଟାପଡ଼ା,୧୬।୧୦(ଡି.ଏନ୍‌.ଏ.): ସପ୍ତାହେ ପରେ କାଠଯୋଡ଼ିକୁ ଡେଇଁ ନିଖୋଜ ହୋଇଯାଇଥିବା ଦେବବ୍ରତ ମହାପାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୯ ତାରିଖରେ ସ୍ତ୍ରୀଙ୍କ ସହ ଝଗଡ଼ା...

ଜିଲା ପ୍ରଶାସନ ବାଣ୍ଟିଲା ଭତ୍ତା

ଅନୁଗୋଳ ଅଫିସ, ୨୬।୩: ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୮ ବ୍ଲକ, ୨ଟି ପୌରପାଳିକା ଓ ଗୋଟିଏ ପୌରପରିଷଦରେ ଭତ୍ତା ବଣ୍ଟନ କରାଯାଇଛି। ଏଥିସହ...

ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି: ଇଂରାଜୀ, ଗଣିତ, ବିଜ୍ଞାନକୁ ଗୁରୁତ୍ୱ; ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନୂଆ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ସ୍କୁଲରେ...

ବିଜେଡି ଦଳ ନୁହେଁ, ଆନ୍ଦୋଳନ: ନବୀନ

ଭୁବନେଶ୍ୱର,୨୭-୧୨(ବ୍ୟୁରୋ):ବିଜେଡି ଏକ ରାଜନୈତିକ ଦଳ ନୁହେଁ, ବରଂ ଏକ ଆନ୍ଦୋଳନ। ରାଜଧାନୀରେ ଥିବା ଦଳୀୟ ମୁଖ୍ୟାଳୟରେ ବିଜେଡିର ୨୩ତମ ପ୍ରତିଷ୍ଠା ଦିବସରେ ବକ୍ତବ୍ୟ ରଖି ଗୁରୁବାର...

Advertisement
Archives

Model This Week