Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ୧୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା

ରାଞ୍ଚତ୍,୨୮ା୬:ଝାଡ଼ଖଣ୍ଡ ଜନସାଧାରଣ ଚିକିତ୍ସା ସେବା ପାଇବାରେ ଆଉ ଅର୍ଥ ବାଧକ ହେବ ନାହିଁ। ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା’ରେ ପ୍ରତିବର୍ଷ ଯୋଗ୍ୟ ପରିବାରକୁ ୧୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ସୁବିଧା ଯୋଗାଇ ଦିଆଯିବ। ଏହି ଯୋଜନା ଝାଡ଼ଖଣ୍ଡ ଜନସାଧାରଣଙ୍କୁ ଗୁଣବତ୍ତାପୂର୍ଣ୍ଣ ଓ ସୁଲଭ ସ୍ବାସ୍ଥ୍ୟସେବା ପ୍ରଦାନ କରିବ। ଏହାଦ୍ୱାରା ୬୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ପରିବାର ଉପକୃତ ହେବେ। ସେମାନେ ମାଗଣାରେ ସରକାରୀ ଏବଂ ଘରୋଇ ହସ୍ପିଟାଲରେ ସାଧାରଣରୁ ଗମ୍ଭୀର ରୋଗର ଚିକିତ୍ସା ସୁବିଧା ପାଇବେ। ଲାଲ୍‌, ହଳଦିଆ ଏବଂ ସବୁଜ ରାଶନ କାର୍ଡଧାରୀ ଏଥିପାଇଁ ଆବେଦନ କରିପାରିବେ। ଘରେ ବସି ସେମାନେ bis.jharkhand.gov.in ପୋର୍ଟାଲ ଲଗ୍‌ଅନ୍‌ କରି ସ୍ବାସ୍ଥ୍ୟବୀମା କାର୍ଡ ହାସଲ କରିବାକୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri