Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ୧୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା

ରାଞ୍ଚତ୍,୨୮ା୬:ଝାଡ଼ଖଣ୍ଡ ଜନସାଧାରଣ ଚିକିତ୍ସା ସେବା ପାଇବାରେ ଆଉ ଅର୍ଥ ବାଧକ ହେବ ନାହିଁ। ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା’ରେ ପ୍ରତିବର୍ଷ ଯୋଗ୍ୟ ପରିବାରକୁ ୧୫ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ସୁବିଧା ଯୋଗାଇ ଦିଆଯିବ। ଏହି ଯୋଜନା ଝାଡ଼ଖଣ୍ଡ ଜନସାଧାରଣଙ୍କୁ ଗୁଣବତ୍ତାପୂର୍ଣ୍ଣ ଓ ସୁଲଭ ସ୍ବାସ୍ଥ୍ୟସେବା ପ୍ରଦାନ କରିବ। ଏହାଦ୍ୱାରା ୬୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ପରିବାର ଉପକୃତ ହେବେ। ସେମାନେ ମାଗଣାରେ ସରକାରୀ ଏବଂ ଘରୋଇ ହସ୍ପିଟାଲରେ ସାଧାରଣରୁ ଗମ୍ଭୀର ରୋଗର ଚିକିତ୍ସା ସୁବିଧା ପାଇବେ। ଲାଲ୍‌, ହଳଦିଆ ଏବଂ ସବୁଜ ରାଶନ କାର୍ଡଧାରୀ ଏଥିପାଇଁ ଆବେଦନ କରିପାରିବେ। ଘରେ ବସି ସେମାନେ bis.jharkhand.gov.in ପୋର୍ଟାଲ ଲଗ୍‌ଅନ୍‌ କରି ସ୍ବାସ୍ଥ୍ୟବୀମା କାର୍ଡ ହାସଲ କରିବାକୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri